1 Kings 2:24
ସଦାପ୍ରଭୁ ମାେତେ ଇଶ୍ରାୟେଲର ରାଜା କରିଛନ୍ତି, ସେ ମାେତେ ମାରେ ପିତା ଦାଉଦଙ୍କ ସିଂହାସନ ରେ ଅଧିଷ୍ଠିତ କରିଛନ୍ତି। ସଦାପ୍ରଭୁ ତାଙ୍କର ପ୍ରତୀଜ୍ଞା ରଖିଛନ୍ତି ଓ ମାେତେ ମାରେ ପରିବରକୁ ରାଜ୍ଯ ଦଇେଛନ୍ତି। ମୁଁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହୁଛି, ଯେ କୌଣସି ମତେ ଅଦୋନିଯ ଆଜି ନିଶ୍ଚଯ ହତ ହବେ।
1 Kings 2:24 in Other Translations
King James Version (KJV)
Now therefore, as the LORD liveth, which hath established me, and set me on the throne of David my father, and who hath made me an house, as he promised, Adonijah shall be put to death this day.
American Standard Version (ASV)
Now therefore as Jehovah liveth, who hath established me, and set me on the throne of David my father, and who hath made me a house, as he promised, surely Adonijah shall be put to death this day.
Bible in Basic English (BBE)
Now by the living Lord, who has given me my place on the seat of David my father, and made me one of a line of kings, as he gave me his word, truly Adonijah will be put to death this day.
Darby English Bible (DBY)
And now [as] Jehovah liveth, who has established me, and set me on the throne of David my father, and who has made me a house, as he promised, Adonijah shall be put to death this day.
Webster's Bible (WBT)
Now therefore, as the LORD liveth, who hath established me, and set me on the throne of David my father, and who hath made me a house, as he promised, Adonijah shall be put to death this day.
World English Bible (WEB)
Now therefore as Yahweh lives, who has established me, and set me on the throne of David my father, and who has made me a house, as he promised, surely Adonijah shall be put to death this day.
Young's Literal Translation (YLT)
and now, Jehovah liveth, who hath established me, and causeth me to sit on the throne of David my father, and who hath made for me an house as He spake -- surely to-day is Adonijah put to death.'
| Now | וְעַתָּ֗ה | wĕʿattâ | veh-ah-TA |
| therefore, as the Lord | חַי | ḥay | hai |
| liveth, | יְהוָה֙ | yĕhwāh | yeh-VA |
| which | אֲשֶׁ֣ר | ʾăšer | uh-SHER |
| hath established | הֱכִינַ֗נִי | hĕkînanî | hay-hee-NA-nee |
| set and me, | וַיּֽוֹשִׁיבַ֙ינִי֙ | wayyôšîbayniy | va-yoh-shee-VAI-NEE |
| me on | עַל | ʿal | al |
| the throne | כִּסֵּא֙ | kissēʾ | kee-SAY |
| of David | דָּוִ֣ד | dāwid | da-VEED |
| father, my | אָבִ֔י | ʾābî | ah-VEE |
| and who | וַֽאֲשֶׁ֧ר | waʾăšer | va-uh-SHER |
| hath made | עָֽשָׂה | ʿāśâ | AH-sa |
| house, an me | לִ֛י | lî | lee |
| as | בַּ֖יִת | bayit | BA-yeet |
| promised, he | כַּֽאֲשֶׁ֣ר | kaʾăšer | ka-uh-SHER |
| Adonijah | דִּבֵּ֑ר | dibbēr | dee-BARE |
| shall be put to death | כִּ֣י | kî | kee |
| this day. | הַיּ֔וֹם | hayyôm | HA-yome |
| יוּמַ֖ת | yûmat | yoo-MAHT | |
| אֲדֹֽנִיָּֽהוּ׃ | ʾădōniyyāhû | uh-DOH-nee-YA-hoo |
Cross Reference
1 Chronicles 22:10
ଶଲୋମନ ଆମ୍ଭ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଶଲୋମନ ମାରେ ପୁତ୍ର ହବେ ଏବଂ ଆମ୍ଭେ ତାହାର ପିତା ହବୋ। ଏବଂ ଆମ୍ଭେ ଶଲୋମନର ରାଜ୍ଯକୁ ଦୃଢ଼ କରିବା। ତାହାର ବଂଶରୁ କୌଣସି ଜଣେ ଇଶ୍ରାୟେଲ ଉପରେ ସଦାସର୍ବଦା ରାଜତ୍ବ କରିବ।'
Ecclesiastes 8:11
ବେଳେ ବେଳେ ଲୋକମାନେ ତାଙ୍କର କୁକର୍ମ ପାଇଁ ହଠାତ୍ ଦଣ୍ଡିତ ହୁଅନ୍ତି ନାହିଁ। ସମାନଙ୍କେର ଦଣ୍ଡ ବିଳମ୍ବ ରେ ପ୍ରାପ୍ତ ହୁଏ। ଏହା ଅନ୍ୟମାନଙ୍କୁ କୁକର୍ମ କରିବାକୁ ଉତ୍ସାହିତ କରାଏ।
Psalm 127:1
ସଦାପ୍ରଭୁ ୟବେେ ଗୃହ ନିର୍ମାଣ ନ କରନ୍ତି, ତବେେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ଯର୍ଥ ହୁଏ। ୟବେେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତବେେ ପ୍ରହରୀ ଜାଗ୍ରତ ହବୋ କବଳେ ବୃଥା ଅଟେ।
2 Chronicles 1:8
ଶ ଲୋମନ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ମାରେ ବାପା ଦାଉଦଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲ। ମାରେ ବାପାଙ୍କ ସ୍ଥାନ ରେ ନୂତନ ରାଜା ହବୋ ନିମନ୍ତେ ତୁମ୍ଭେ ମାେତେ ମନୋନୀତ କଲ।
1 Chronicles 29:23
ଏହାପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନ ରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ଯନ୍ତ ସଫଳ ହେଲେ। ଇଶ୍ରାୟେଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ଯ ହେଲେ।
1 Chronicles 17:23
ହେ ସଦାପ୍ରଭୁ, ତୁମ୍ଭେ ମାେ ନିକଟରେ ଓ ମାରେପରିବାର ନିକଟରେ ଏହି ପ୍ରତିଜ୍ଞା କରିଅଛ, ବର୍ତ୍ତମାନ ଚିରକାଳ ନିମନ୍ତେ ତୁମ୍ଭର ସହେି ପ୍ରତିଜ୍ଞାକୁ ତୁମ୍ଭେ ରକ୍ଷା କରିବ। ପ୍ରଭୁ, ତୁମ୍ଭେ ଯାହା କରିବାକୁ କହିଅଛ, ତାହା କର।
1 Chronicles 17:17
ସର୍ବୋପରି, ଭବିଷ୍ଯତ ରେ ମାେ' ପରିବାର ପ୍ରତି କ'ଣ ଘଟିବ, ତାହା ମଧ୍ଯ ତୁମ୍ଭେ ମାେତେ ଜାଣିବାକୁ ଦଲେ। ସତେ ଯେପରି ମୁଁ ଜଣେ ଅତି ମହାନ୍ ବ୍ଯକ୍ତି ଅଟେ, ତୁମ୍ଭେ ମାେ' ପ୍ରତି ସେ ପ୍ରକାର ବ୍ଯବହାର କଲ।
1 Chronicles 17:10
ସହେି ଅମଙ୍ଗଳର ଘଟଣାସବୁ ଘଟିଲା, କିନ୍ତୁ ଆମ୍ଭର ଲୋକ ଇଶ୍ରାୟେଲର ଯତ୍ନ ନବୋ ନିମନ୍ତେ ଆମ୍ଭେ ନେତାମାନଙ୍କୁ ମନୋନୀତ କଲୁ। ଏବଂ ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଗଣକୁ ମଧ୍ଯ ପରାଜିତ କରିବା।
1 Kings 10:9
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇଶ୍ରାୟେଲର ସିଂହାସନ ରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ବର ଚିରକାଳ ଇଶ୍ରାୟେଲକୁ ପ୍ ରମେ କରନ୍ତି। ତେଣୁ ସେ ଉଚିତ ବିଗ୍ଭର ଓ ନ୍ଯାଯ କରିବାକୁ ଆପଣଙ୍କୁ ରାଜା କଲେ।
1 Kings 3:6
ଶ ଲୋମନ ଉତ୍ତର କଲେ, ତୁମ୍ଭେ ମାରେ ପିତା ତୁମ୍ଭର ଦାସ ଦାଉଦଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲ। ସେ ଧାର୍ମିକତା ଓ ନ୍ଯାଯ ପଥରେ ୟାଇ ତୁମ୍ଭକୁ ଅନୁସରଣ କରୁଥିବାରୁ ତୁମ୍ଭେ ତାଙ୍କୁ ମହାଦୟା କରିଥିଲ। ଆଉ ମଧ୍ଯ ତୁମ୍ଭେ ତାହାପାଇଁ ଏହି ମହାଦୟା ରଖିଅଛ ଯେ ଆଜିର ନ୍ଯାଯ ରେ ତାଙ୍କର ପୁତ୍ରକୁ ସିଂହାସନ ରେ ବସାଇଛ।
1 Kings 1:52
ତହିଁରେ ଶଲୋମନ ଉତ୍ତର କଲେ, ଯଦି ଅଦୋନିଯ ନିଜକୁ ଜଣେ ଉତ୍ତମ ଲୋକ ବୋଲି ପ୍ରମାଣ କରିବ ତବେେ ମୁଁ ପ୍ରତିଜ୍ଞା କରୁଛି ତା'ର କେଶ ମଧ୍ଯ କହେି ସ୍ପର୍ଶ କରିବେ ନାହିଁ। କିନ୍ତୁ ଯଦି ସେ କୁକର୍ମ କାର୍ୟ୍ଯ କରେ ସେ ନିଶ୍ଚିତ ବଧ ହବେ।
1 Kings 1:29
ତା'ପରେ ରାଜା ଶପଥ କଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଜୀବିତ ଅଛନ୍ତି ପରମେଶ୍ବର ମାେତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି। ମୁଁ ଏହି ପ୍ରତିଜ୍ଞା କରୁଛି।
2 Samuel 7:27
ତକ୍ସ୍ଟମ୍ଭ ସକାେଶ, ସର୍ବଶକ୍ତିମାନ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର, ଏହା ମାେତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, 'ମୁ ତୁମ୍ଭର ପରିବାରକକ୍ସ୍ଟ ମହାନ କରିବି।' ସେଥିପାଇଁ ମୁ ତୁମ୍ଭର ସବେକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି।
2 Samuel 7:11
ପରମେଶ୍ବର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କଠାରକ୍ସ୍ଟ ଆଶ୍ବସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରକ୍ସ୍ଟ ଓ ପରିବାରରକ୍ସ୍ଟ ରାଜାଗଣ କରିବେ
1 Samuel 25:28
ଦୟାକରି ମାେତେ ମାରେ କରିଥିବା ଦୋଷ ପାଇଁ କ୍ଷମା କରନ୍ତକ୍ସ୍ଟ। ମୁ ଜାଣେ ସଦାପ୍ରଭୁ ତକ୍ସ୍ଟମ୍ଭ ପରିବାରକକ୍ସ୍ଟ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭମାନେେ ତାଙ୍କର ପ୍ରତିରୋଧ ରେ ୟକ୍ସ୍ଟଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ।
Exodus 1:21
କାରଣ ସମାନେେ ପରମେଶ୍ବରଙ୍କୁ ଡ଼ରୁ ଥିଲେ। ଇଶ୍ରାୟେଲୀୟମାନଙ୍କ ସଂଖ୍ଯା ବଢ଼ିଲା ଏବଂ ବହୁତ ଶକ୍ତିଶାଳୀ ହେଲା।