1 Thessalonians 3
1 ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିପାରି ନ ଥିଲୁ, କିନ୍ତୁ ଅଧିକ ଅପେକ୍ଷା କରିବା ମଧ୍ଯ ଅତ୍ଯନ୍ତ କଷ୍ଟଦାୟକ ଥିଲା।
2 ଅତଏବ ଆଥୀନୀ ରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ବରଙ୍କ ଲାଗି ମାେ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରନ୍ତି। ତୁମ୍ଭମାନଙ୍କ ବିଶ୍ବାସ ରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।
3 ଆମ୍ଭେ ଏବେ ଯେଉଁ ଅସୁବିଧା ରେ ଅଛୁ, ସେଥି ରେ ତୁମ୍ଭମାନେେ କହେି ଯେପରି ବିବ୍ରତ ନ ହୁଅ, ସେଥିପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଲୁ। ତୁମ୍ଭମାନେେ ଜାଣିଥିଲ ଯେ ଆମ୍ଭେ ଭବିଷ୍ଯତ୍ ରେ ଏଭଳି କଷ୍ଟ ନିଶ୍ଚୟ ପାଇବା।
4 ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ କହିଥିଲୁ ଯେ, ଆମ୍ଭେ ଅସୁବିଧାଗୁଡ଼ିକର ସମ୍ମୁଖୀନ ହବୋକୁ ବାଧ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ଯଭେଳି କହିଥିଲୁ, ସହେିଭଳି ସବୁ ଘଟିଛି।
5 ତୁମ୍ଭମାନଙ୍କ ବିଶ୍ବାସ ବିଷୟ ରେ ଜାଣି ପାରିବା ଉଦ୍ଦେଶ୍ଯ ରେ ମୁଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଥିଲି। ଅଧିକ ଅପେକ୍ଷା କରିବାକୁ ର୍ଧୈୟ୍ଯ ନ ଥିବାରୁ, ମୁଁ ତାହାଙ୍କୁ ପଠାଇଥିଲି। ମାରେ ଭୟ ଥିଲା ଯେ, କାଳେ ପ୍ରଲୋଭନକାରୀ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭନ ଦ୍ବାରା ପରାଜିତ କରିଥିବ। ତା' ହେଲେ ଆମ୍ଭର କଠାେର ପରିଶ୍ରମ ବ୍ଯର୍ଥ ହାଇଯେିବ।
6 କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫରେି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ବାସ ଓ ପ୍ ରମରେ ସୁଖବର ଆମ୍ଭକୁ ଦଇେଛନ୍ତି। ତୁମ୍ଭମାନେେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭମାନେେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଚାହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ଯ ସହେି ଇଚ୍ଛା। ଆମ୍ଭମାନେେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।
7 ଅତଏବ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ବିଶ୍ବାସ ୟୋଗୁ ଆମ୍ଭେ ସାନ୍ତ୍ବନା ଲାଭ କଲୁ। ଆମ୍ଭର ଅନକେ କଷ୍ଟ ଓ ଯାତନା ଥିଲେ ମଧ୍ଯ, ଆମ୍ଭେ ସାନ୍ତ୍ବନା ଲାଭ କରିଛୁ।
8 ତୁମ୍ଭମାନେେ ପ୍ରଭୁଙ୍କଠା ରେ ଦୃଢ଼ ରହିଲେ, ଆମ୍ଭର ଜୀବନ ପ୍ରକୃତ ରେ ସଫଳ ହୁଏ।
9 ତୁମ୍ଭମାନଙ୍କ କାରଣରୁ ଆମ୍ଭ ପରମେଶ୍ବରଙ୍କ ଆଗ ରେ ଆମ୍ଭର ମହାନ୍ ଆନନ୍ଦ। ଅତଏବ ତୁମ୍ଭମାନଙ୍କ ଲାଗି ଆମ୍ଭେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କରୁଛୁ। କିନ୍ତୁ ଆମ୍ଭେ ଯେତେ ଆନନ୍ଦ ଅନୁଭବ କରୁଛୁ, ସହେି ଅନୁପାତ ରେ ଆମ୍ଭେ ତାଙ୍କୁ ଧନ୍ଯବାଦ ଦଇପୋରିବୁ ନାହିଁ।
10 ଦିନରାତି ଆମ୍ଭେ ଅତି ଦୃଢ଼ତାର ସହିତ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରି ଚାଲିଛୁ। ତୁମ୍ଭମାନଙ୍କର ବିଶ୍ବାସକୁ ଦୃଢ଼ କରିବା ଲାଗି ଓ ତୁମ୍ଭମାନଙ୍କ ବିଶ୍ବାସ ରେ ଯାହାକିଛି ଅଭାବ ଅଛି, ତାହା ଯୋଗଇ ଦବୋ ପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଓ ଦେଖିବା ପାଇଁ ପ୍ରାର୍ଥନା କରୁଛୁ।
11 ଆମ୍ଭର ପରମେଶ୍ବର, ପରମପିତା ଓ ଆମ୍ଭର ପ୍ରଭୁଯୀଶୁ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବା ପାଇଁ ମାର୍ଗ ପ୍ରସ୍ତୁତ କରନ୍ତୁ ବୋଲି, ଆମ୍ଭେ ପ୍ରାର୍ଥନା କରୁଛୁ।
12 ତୁମ୍ଭମାନଙ୍କର ପ୍ ରମେ ବୃଦ୍ଧି ହେଉ ବୋଲି, ଆମ୍ଭେ ପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ। ପରସ୍ପର ନିମନ୍ତେ ଓ ଅନ୍ୟ ସମସ୍ତଙ୍କ ପାଇଁ ସେ ତୁମ୍ଭମାନଙ୍କୁ ଅଧିକରୁ ଅଧିକ ପ୍ ରମେ ପ୍ରଦାନ କରନ୍ତୁ, ଆମ୍ଭେ ଏହି ପ୍ରାର୍ଥନା କରୁଛୁ। ଆମ୍ଭେ ଯଭେଳି ତୁମ୍ଭମାନଙ୍କୁ ଭଲ ପାଉ, ସହେିଭଳି ତୁମ୍ଭମାନେେ ସମସ୍ତଙ୍କୁ ଭଲ ପାଅ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
13 ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତବେେ ଯେତବେେଳେ ଆମ୍ଭ ପ୍ରଭୁଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣ ରେ ଆସିବେ, ତୁମ୍ଭମାନେେ ପରମପିତା ପରମେଶ୍ବରଙ୍କ ଆଗ ରେ ପବିତ୍ର ଭାବରେ ଓ ଦୋଷରହିତ ହାଇେ ଠିଆ ହାଇପୋରିବ।
1 Wherefore when we could no longer forbear, we thought it good to be left at Athens alone;
2 And sent Timotheus, our brother, and minister of God, and our fellowlabourer in the gospel of Christ, to establish you, and to comfort you concerning your faith:
3 That no man should be moved by these afflictions: for yourselves know that we are appointed thereunto.
4 For verily, when we were with you, we told you before that we should suffer tribulation; even as it came to pass, and ye know.
5 For this cause, when I could no longer forbear, I sent to know your faith, lest by some means the tempter have tempted you, and our labour be in vain.
6 But now when Timotheus came from you unto us, and brought us good tidings of your faith and charity, and that ye have good remembrance of us always, desiring greatly to see us, as we also to see you:
7 Therefore, brethren, we were comforted over you in all our affliction and distress by your faith:
8 For now we live, if ye stand fast in the Lord.
9 For what thanks can we render to God again for you, for all the joy wherewith we joy for your sakes before our God;
10 Night and day praying exceedingly that we might see your face, and might perfect that which is lacking in your faith?
11 Now God himself and our Father, and our Lord Jesus Christ, direct our way unto you.
12 And the Lord make you to increase and abound in love one toward another, and toward all men, even as we do toward you:
13 To the end he may stablish your hearts unblameable in holiness before God, even our Father, at the coming of our Lord Jesus Christ with all his saints.