ଓଡ଼ିଆ
2 Chronicles 11:4 Image in Oriya
ସଦାପ୍ରଭୁ ଏହା କହନ୍ତି, 'ତୁମ୍ଭମାନେେ ତୁମ୍ଭମାନଙ୍କର ଭ୍ରାତାମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବ ନାହିଁ। ପ୍ରେତ୍ୟକକ ଲୋକ ନିଜ ଗୃହକୁ ଫରେିଯାଉ। ଆମ୍ଭେ ଏହା ଘଟାଇଅଛୁ।' ଅତଏବ ରାଜା ରିହବିଯାମ୍ ଓ ତାଙ୍କର ସୈନ୍ଯଦଳ ସଦାପ୍ରଭୁଙ୍କ ବାର୍ତ୍ତାର ବାଧ୍ଯ ହେଲେ ଓ ଫରେିଗଲେ। ସମାନେେ ୟାରବିଯାମ୍ଙ୍କ ଉପରେ ଆକ୍ରମଣ କଲେ ନାହିଁ।