Home Bible 2 Chronicles 2 Chronicles 32 2 Chronicles 32:33 2 Chronicles 32:33 Image ଓଡ଼ିଆ

2 Chronicles 32:33 Image in Oriya

ହିଜକିଯ ମୃତ୍ଯୁବରଣ କଲେ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଦାଉଦଙ୍କ ପୁତ୍ରମାନଙ୍କର କବର ଯେଉଁ ପର୍ବତ ଉପରେ ଥିଲା, ଲୋକମାନେ ହିଜକିଯଙ୍କୁ ସହେିଠା ରେ କବର ଦେଲେ। ହିଜକିଯ ମୃତ୍ଯୁବରଣ କଲାପରେ ଯିହୁଦା ୟିରୁଶାଲମ ରେ ବାସ କରୁଥିବା ସମସ୍ତ ଲୋକ ତାହାଙ୍କୁ ସମ୍ମାନ ଦଖାଇେଲେ। ମନଃଶି ହିଜକିଯଙ୍କ ସ୍ଥାନ ରେ ନୂତନ ରାଜା ହେଲେ। ମନଃଶି ହିଜକିଯଙ୍କ ପୁତ୍ର ଥିଲେ।
Click consecutive words to select a phrase. Click again to deselect.
2 Chronicles 32:33

ହିଜକିଯ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଦାଉଦଙ୍କ ପୁତ୍ରମାନଙ୍କର କବର ଯେଉଁ ପର୍ବତ ଉପରେ ଥିଲା, ଲୋକମାନେ ହିଜକିଯଙ୍କୁ ସହେିଠା ରେ କବର ଦେଲେ। ହିଜକିଯ ମୃତ୍ଯୁବରଣ କଲାପରେ ଯିହୁଦା ଓ ୟିରୁଶାଲମ ରେ ବାସ କରୁଥିବା ସମସ୍ତ ଲୋକ ତାହାଙ୍କୁ ସମ୍ମାନ ଦଖାଇେଲେ। ମନଃଶି ହିଜକିଯଙ୍କ ସ୍ଥାନ ରେ ନୂତନ ରାଜା ହେଲେ। ମନଃଶି ହିଜକିଯଙ୍କ ପୁତ୍ର ଥିଲେ।

2 Chronicles 32:33 Picture in Oriya