Home Bible 2 Kings 2 Kings 25 2 Kings 25:17 2 Kings 25:17 Image ଓଡ଼ିଆ

2 Kings 25:17 Image in Oriya

ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳର ଦୁଇସ୍ତମ୍ଭ, ପ୍ରତ୍ୟେକ ସ୍ତମ୍ଭ ଆଠ ହାତ ଉଚ୍ଚର ଥିଲା ତା’ ଉପରେ ଥିବା ତିନି ହାତର ଉଚ୍ଚ ପିତ୍ତଳ ମୁଣ୍ତାଳି। ସର୍ବ ଉପରେ ଜାଲିକର୍ମ ଡାଳିମ୍ବାକୃତି ଥିଲା। ଉଭୟ ସ୍ତମ୍ଭ ସମାନ ଆକୃତି ସମାନ ପ୍ରକାରର ଥିଲା। ସଦାପ୍ରଭୁଙ୍କ ମନ୍ଦିର ପାଇଁ ଶଲୋମନ ବୃହତ୍ ଜଳାଶୟ ପିତ୍ତଳରେ ତିଆରି କରିଥିଲେ। ଏହି ସମସ୍ତ ପିତ୍ତଳ ନିର୍ମିତ ଜିନିଷଗୁଡ଼ିକ ବହୁତ ଭାରି ଓଜନ ଥିଲା।
Click consecutive words to select a phrase. Click again to deselect.
2 Kings 25:17

ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳର ଦୁଇସ୍ତମ୍ଭ, ପ୍ରତ୍ୟେକ ସ୍ତମ୍ଭ ଆଠ ହାତ ଉଚ୍ଚର ଥିଲା ଓ ତା’ ଉପରେ ଥିବା ତିନି ହାତର ଉଚ୍ଚ ପିତ୍ତଳ ମୁଣ୍ତାଳି। ସର୍ବ ଉପରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା। ଉଭୟ ସ୍ତମ୍ଭ ସମାନ ଆକୃତି ଓ ସମାନ ପ୍ରକାରର ଥିଲା। ସଦାପ୍ରଭୁଙ୍କ ମନ୍ଦିର ପାଇଁ ଶଲୋମନ ବୃହତ୍ ଜଳାଶୟ ପିତ୍ତଳରେ ତିଆରି କରିଥିଲେ। ଏହି ସମସ୍ତ ପିତ୍ତଳ ନିର୍ମିତ ଜିନିଷଗୁଡ଼ିକ ବହୁତ ଭାରି ଓ ଓଜନ ଥିଲା।

2 Kings 25:17 Picture in Oriya