Exodus 40:36
ଯେତବେେଳେ ବାଦଲ ପବିତ୍ର ତମ୍ବୁର ଦୂରକୁ ଗତି କଲା, ଇଶ୍ରାୟେଲର ଲୋକମାନେ ମଧ୍ଯ ଗତି କଲେ।
Exodus 40:36 in Other Translations
King James Version (KJV)
And when the cloud was taken up from over the tabernacle, the children of Israel went onward in all their journeys:
American Standard Version (ASV)
And when the cloud was taken up from over the tabernacle, the children of Israel went onward, throughout all their journeys:
Bible in Basic English (BBE)
And whenever the cloud was taken up from the House, the children of Israel went forward on their journey:
Darby English Bible (DBY)
And when the cloud was taken up from over the tabernacle, the children of Israel journeyed in all their journeys.
Webster's Bible (WBT)
And when the cloud was taken up from over the tabernacle, the children of Israel went onward in all their journeys:
World English Bible (WEB)
When the cloud was taken up from over the tent, the children of Israel went onward, throughout all their journeys;
Young's Literal Translation (YLT)
And in the going up of the cloud from off the tabernacle the sons of Israel journey in all their journeys;
| And when the cloud | וּבְהֵֽעָל֤וֹת | ûbĕhēʿālôt | oo-veh-hay-ah-LOTE |
| was taken up | הֶֽעָנָן֙ | heʿānān | heh-ah-NAHN |
| from | מֵעַ֣ל | mēʿal | may-AL |
| tabernacle, the over | הַמִּשְׁכָּ֔ן | hammiškān | ha-meesh-KAHN |
| the children | יִסְע֖וּ | yisʿû | yees-OO |
| of Israel | בְּנֵ֣י | bĕnê | beh-NAY |
| onward went | יִשְׂרָאֵ֑ל | yiśrāʾēl | yees-ra-ALE |
| in all | בְּכֹ֖ל | bĕkōl | beh-HOLE |
| their journeys: | מַסְעֵיהֶֽם׃ | masʿêhem | mahs-ay-HEM |
Cross Reference
Nehemiah 9:19
ସେତବେେଳେ ତୁମ୍ଭେ ତୁମ୍ଭର ମହାନ କରୁଣା ଯୋଗୁଁ ସମାନଙ୍କେୁ ପ୍ରାନ୍ତର ରେ ପରିତ୍ଯାଗ କଲ ନାହିଁ। ପଥ ପଢାଇବା ନିମନ୍ତେ ଦିବସ ରେ ମେଘସ୍ତମ୍ଭ ଓ ରାତ୍ରି ରେ ଅଗ୍ନି ମଶାଲକୁ ସମାନଙ୍କେଠାରୁ ଛଡାଇ ନଇେ ନାହିଁ।
Numbers 9:17
ପୁଣି ଯେତବେେଳେ ସହେି ମେଘ ପବିତ୍ର ତମ୍ବୁ ଉପରୁ ଗତି କଲା, ସେତବେେଳେ ଇଶ୍ରାୟେଲର ଲୋକମାନେ ୟାତ୍ରା କଲେ, ପୁଣି ସହେି ମେଘ ଯେଉଁଠା ରେ ରହିଲା, ଇଶ୍ରାୟେଲର ଲୋକମାନେ ସହେିଠା ରେ ଛାଉଣୀ ସ୍ଥାପନ କଲେ।
2 Corinthians 5:19
ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।
1 Corinthians 10:1
ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି ( ଯେଉଁମାନେ ମାଶାଙ୍କେୁ ଅନୁସରଣ କରିଥିଲେ) କ'ଣ ହେଲା ତାହା ତୁମ୍ଭମାନେେ ଜାଣି ରଖ। ପରମେଶ୍ବର ସମାନଙ୍କେୁ ମେଘ ସ୍ତମ୍ଭ ଦ୍ବାରା ସୁଫ ସାଗରକୁ ପାର କରାଇଥିଲେ।
Psalm 105:39
ପରମେଶ୍ବର କମ୍ବଳ ସ୍ବରୂପ ବାଦଲକୁ ମଲେି ଦେଲେ। ପରମେଶ୍ବର ନିଜ ଲୋକମାନଙ୍କୁ ରାତିରେ ଦଖାଇବୋ ପାଇଁ ଏକ ଅଗ୍ନିସ୍ତମ୍ବ ପ୍ରଜ୍ବଳନ କଲେ।
Psalm 78:14
ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ବର ମେଘଦ୍ବାରା ଓ ଅଗ୍ନିତଜେ ଦ୍ବାରା ସମାନଙ୍କେୁ ପଥ କଢ଼ାଇଲେ।
Numbers 19:17
ପୁଣି ଲୋକମାନେ ସହେି ଅଶୁଚି ଲୋକକୁ ଶୁଚି କରିବା ପାଇଁ ପାପାର୍ଥକ ବଳିର ଦଗ୍ଧ ଭସ୍ମ ନବେେ ଓ ତାକୁ ଏକ ପାତ୍ର ରେ ରଖି ପ୍ରବାହଜଳ ସେଥି ରେ ଢାଳିବେ।
Numbers 10:33
ସମାନେେ ସଦାପ୍ରଭୁଙ୍କ ପର୍ବତରୁ ତିନିଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସମାନଙ୍କେ ନିମନ୍ତେ ବିଶ୍ରାମସ୍ଥାନ ଅନ୍ବଷେଣ କରିବା ପାଇଁ ସମାନଙ୍କେ ଆଗ ରେ ତିନିଦିନର ପଥ ଗଲା।
Numbers 10:11
ଆଉ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସର ବିଂଶତମ ଦିନ ରେ ସହେି ମେଘ ସାକ୍ଷ୍ଯରୂପ ପବିତ୍ର ତମ୍ବୁ ଉପରୁ ନିଆଗଲା।
Exodus 13:21
ସଦାପ୍ରଭୁ ସମାନଙ୍କେୁ ଆଗକୁ ପଥ କଢାଇ ନେଲେ, ଦିନ ବେଳେ ସଦାପ୍ରଭୁ ସମାନଙ୍କେୁ ମେଘସ୍ତମ୍ଭ ଦ୍ବାରା ରାସ୍ତା ଦଖାଇେଲେ ଏବଂ ରାତି ରେ ସେ ସମାନଙ୍କେୁ ଅଗ୍ନିସ୍ତମ୍ଭ ସାହାୟ୍ଯ ରେ ଆଗଇେ ନେଲେ।