Acts 1:15
ସହେି ସମୟରେ ସଠାେରେ ପ୍ରାୟ ଶ ହକେୋଡ଼ିଏ ଜଣ ବିଶ୍ବାସୀ ଏକତ୍ର ହାଇେଥିଲେ। ପିତର ସମାନଙ୍କେ ମଧିଅରେ ଠିଆ ହାଇେ କହିଲେ,
And | Καὶ | kai | kay |
in | ἐν | en | ane |
those | ταῖς | tais | tase |
ἡμέραις | hēmerais | ay-MAY-rase | |
days | ταύταις | tautais | TAF-tase |
Peter | ἀναστὰς | anastas | ah-na-STAHS |
up stood | Πέτρος | petros | PAY-trose |
in | ἐν | en | ane |
the midst | μέσῳ | mesō | MAY-soh |
of the | τῶν | tōn | tone |
disciples, | μαθητῶν | mathētōn | ma-thay-TONE |
and | εἶπεν | eipen | EE-pane |
said, | ἦν | ēn | ane |
(the number | τε | te | tay |
of names | ὄχλος | ochlos | OH-hlose |
together | ὀνομάτων | onomatōn | oh-noh-MA-tone |
ἐπὶ | epi | ay-PEE | |
were | τὸ | to | toh |
about | αὐτὸ | auto | af-TOH |
an hundred | ὡς | hōs | ose |
and twenty,) | ἑκατὸν | hekaton | ake-ah-TONE |
εἴκοσιν, | eikosin | EE-koh-seen |
Cross Reference
1 Corinthians 15:6
ତା'ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦଖାଦେଇେଥିଲେ। ତାହାଙ୍କ ମଧ୍ଯରୁ ଅଧିକାଂଶ ଲୋକ ଆଜି ମଧ୍ଯ ଜୀବିତ। କିନ୍ତୁ କେତକେ ମରି ଯାଇଛନ୍ତି।
Revelation 11:13
ଠିକ୍ ସହେି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହାଇଗେଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସମାନେେ ସ୍ବର୍ଗର ପରମେଶ୍ବରଙ୍କୁ ଗୌରବ ଦେଲେ।
Revelation 3:4
ତଥାପି ସାର୍ଦ୍ଦା ରେ କେତକେ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାଁନ୍ତି। ସହେି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମାେ ସହିତ ଗମନାଗମନ କରିବେ, କାରଣ ସମାନେେ ସେଥିପାଇଁ ଯୋଗ୍ଯ ଅଟନ୍ତି।
Acts 21:20
ସମାନେେ ଏହା ଶୁଣି ପରମେଶ୍ବରଙ୍କର ପ୍ରଶଂସା କଲେ। ସମାନେେ ପାଉଲଙ୍କୁ କହିଲେ, ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ବାସୀ ହାଇେ ଅଛନ୍ତି। କିନ୍ତୁ ସମାନେେ ମନେ କରନ୍ତି ଯେ, ବ୍ଯବସ୍ଥା ପାଳନ କରିବା ଅଧିକ ମହତ୍ବପୂର୍ଣ୍ଣ ଅଟେ।
John 21:23
ତେଣୁ ଭାଇମାନଙ୍କ ମଧିଅରେ ଗୋଟିଏ କଥେ ପ୍ରଚାରିତ ହେଲା। ସମାନେେ କହୁଥିଲେ ଯେ, ଯୀଶୁ ଯେଉଁ ଶିଷ୍ଯଙ୍କୁ ପ୍ ରମେ କରୁଛନ୍ତି, ସହେି ଶିଷ୍ଯ ମରିବେ ନାହିଁ। କିନ୍ତୁ ଯୀଶୁ ଏକଥା କହି ନଥିଲେ ଯେ, ସେ ମରିବ ନାହିଁ। ସେ କବଳେ କହିଲେ, ମାରେପୁନରାଗମନ ସମୟ ପର୍ୟ୍ଯନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛାକରେ, ତବେେ ସେଥିଲେ ତୁମ୍ଭର କ'ଣ ଅଛି?
John 21:15
ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?
John 14:12
ମୁଁ ତୁମ୍ଭକୁ ସତ୍ଯ କହୁଛି। ମାଠାେ ରେ ବିଶ୍ବାସ କରୁଥିବା ବ୍ଯକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ଯ ଅଧିକ ବଡ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।
Luke 22:32
ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।
Matthew 13:31
ତା'ପରେ ଯୀଶୁ ସହେି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: ସ୍ବର୍ଗରାଜ୍ଯ ଗୋଟିଏ ଶାରେିଷ ଦାନା ଭଳି। ଜଣେ ତାକୁ ନଇେ ତା' କ୍ଷତେ ରେ ଲଗାଏ.
Psalm 51:9
ମାରେ ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମାରେ ପାପ ସବୁ ପୋଛିଦିଅ।
Psalm 32:5
କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନଲେି ମାରେ ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମାରେ ସମସ୍ତ ପାପ ବିଷଯରେ କହିଲି। ମାରେ କୌଣସି ପାପ ଲୁଚାଇ ରଖିଲି ନାହିଁ ଓ ତୁମ୍ଭେ ମାେତେ ମାରେ ସମସ୍ତ ପାପରୁ କ୍ଷମା କରିଦଲେ।