ଓଡ଼ିଆ ଓଡ଼ିଆ ବାଇବେଲ 1 Kings 1 Kings 19 1 Kings 19:11 1 Kings 19:11 ଚିତ୍ର English

1 Kings 19:11 ଚିତ୍ର

ତା'ପରେ ସଦାପ୍ରଭୁ ଏଲିଯକୁ କହିଲେ, ୟାଅ, ପର୍ବତ ଉପରେ ମାେ ସମ୍ମୁଖ ରେ ଛିଡା ହୁଅ। ମୁଁ ତୁମ୍ଭ ପାଖ ଦଇେ ଅତିକ୍ରମ କରିବି। ତା'ପରେ ପ୍ରବଳ ପ୍ରଚଣ୍ତ ବାଯୁ ସଦାପ୍ରଭୁଙ୍କ ସମ୍ମୁଖ ରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସହେି ବାଯୁ ରେ ନଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସହେି ଭୂମିକମ୍ପରେ ନଥିଲେ।
Click consecutive words to select a phrase. Click again to deselect.
1 Kings 19:11

ତା'ପରେ ସଦାପ୍ରଭୁ ଏଲିଯକୁ କହିଲେ, ୟାଅ, ପର୍ବତ ଉପରେ ମାେ ସମ୍ମୁଖ ରେ ଛିଡା ହୁଅ। ମୁଁ ତୁମ୍ଭ ପାଖ ଦଇେ ଅତିକ୍ରମ କରିବି। ତା'ପରେ ପ୍ରବଳ ଓ ପ୍ରଚଣ୍ତ ବାଯୁ ସଦାପ୍ରଭୁଙ୍କ ସମ୍ମୁଖ ରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସହେି ବାଯୁ ରେ ନଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସହେି ଭୂମିକମ୍ପରେ ନଥିଲେ।

1 Kings 19:11 Picture in Oriya