ଓଡ଼ିଆ ଓଡ଼ିଆ ବାଇବେଲ Ephesians Ephesians 1 Ephesians 1:18 Ephesians 1:18 ଚିତ୍ର English

Ephesians 1:18 ଚିତ୍ର

ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।
Click consecutive words to select a phrase. Click again to deselect.
Ephesians 1:18

ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।

Ephesians 1:18 Picture in Oriya