ଓଡ଼ିଆ ଓଡ଼ିଆ ବାଇବେଲ Ezra Ezra 6 Ezra 6:12 Ezra 6:12 ଚିତ୍ର English

Ezra 6:12 ଚିତ୍ର

ଆଉ ଯେଉଁ ରାଜାମାନେ ଗୋଷ୍ଠୀଯମାନେ ପରମେଶ୍ବରଙ୍କ ୟିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାଯ ରେ ଉକ୍ତ ବାକ୍ଯକୁ ଅନ୍ୟଥା କରିବାକୁ ହସ୍ତକ୍ଷପେ କରିବେ, ସେ ସମସ୍ତଙ୍କୁ ୟିରୁଶାଲମ ରେ ସୁନାମ ସ୍ଥାପନକାରୀ ପରମେଶ୍ବର ଉଚ୍ଛିନ୍ନ କରିବେ।
Click consecutive words to select a phrase. Click again to deselect.
Ezra 6:12

ଆଉ ଯେଉଁ ରାଜାମାନେ ଓ ଗୋଷ୍ଠୀଯମାନେ ପରମେଶ୍ବରଙ୍କ ୟିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାଯ ରେ ଉକ୍ତ ବାକ୍ଯକୁ ଅନ୍ୟଥା କରିବାକୁ ହସ୍ତକ୍ଷପେ କରିବେ, ସେ ସମସ୍ତଙ୍କୁ ୟିରୁଶାଲମ ରେ ସୁନାମ ସ୍ଥାପନକାରୀ ପରମେଶ୍ବର ଉଚ୍ଛିନ୍ନ କରିବେ।

Ezra 6:12 Picture in Oriya