Esther 8:13
ସହେି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡକୁ ପଠା ୟାଇଥିଲା। ଏହା ଏକ ବ୍ଯବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶ ରେ ନିଯମ ରେ ପରିଣତ କରାଗଲା। ସହେି ରାଜ୍ଯ ରେ ବାସ କରୁଥିବା ସବୁଜାତୀଯ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ୟିହୁଦୀଯମାନେ ସହେି ଦିନପାଇଁ ପ୍ରସ୍ତୁତ ହାଇେଥିଲେ। ୟିହୁଦୀଯମାନଙ୍କୁ ସୁଯୋଗ ଦିଆ ୟାଇଥିଲା ସମାନଙ୍କେର ଶତୃମାନଙ୍କଠାରୁ ପ୍ରତି ଶାଧେ ନବୋପାଇଁ।
Cross Reference
Psalm 36:1
ଜଣେ ଦୁଷ୍ଟ ଲୋକ ସବୁବେଳେ ମନ୍ଦ କାର୍ୟ୍ଯ କରେ। ଯେତବେେଳେ ସେ ଆପଣା ହୃଦଯକୁ କ ହେ, ମୁଁ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରେ ନାହିଁ।
Genesis 20:11
ଏହାପରେ ଅବ୍ରହାମ କହିଲେ, ଏଠା ରେ କହେି ପରମେଶ୍ବରଙ୍କୁ ଭୟ କରୁନାହିଁ ବୋଲି ପ୍ରାଯ ମୁଁ ଡ଼ାକିଲି। ମୁଁ ଭାବିଲି ଏଠା ରେ କାଳେ କିଏ ମାେତେ ହତ୍ଯାକରି ସାରାକୁ ମାଠାରୁେ ନଇୟିବେ।
Proverbs 8:13
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
Proverbs 16:6
ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।
Proverbs 23:17
ପାପୀଗଣଙ୍କ ପ୍ରତି ଇର୍ଷାଳୁ ହୁଅ ନାହିଁ। ତୁମ୍ଭର ଜୀବନର ସମସ୍ତ ଦିନଗୁଡ଼ିକ ସଦାପ୍ରଭୁଙ୍କ ପ୍ରତି ଇର୍ଷାପରାଯଣ ଭାବରେ ସମ୍ମାନ ଓ ଭୟ କର।
Luke 23:40
କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, ତୁ କ'ଣ ପରମେଶ୍ବରଙ୍କୁ ମଧ୍ଯ ଭୟ କରୁନାହୁଁ? ଆମ୍ଭମାନେେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ।
Revelation 19:5
ତା'ପରେ ସିଂହାସନ ମଧ୍ଯରୁ ଗୋଟିଏ ଉଚ୍ଚ ଧ୍ବନି ଆସିଲା। ସହେି ଧ୍ବନି କହିଲା :
The copy | פַּתְשֶׁ֣גֶן | patšegen | paht-SHEH-ɡen |
of the writing | הַכְּתָ֗ב | hakkĕtāb | ha-keh-TAHV |
for a commandment | לְהִנָּ֤תֵֽן | lĕhinnātēn | leh-hee-NA-tane |
given be to | דָּת֙ | dāt | daht |
in every | בְּכָל | bĕkāl | beh-HAHL |
province | מְדִינָ֣ה | mĕdînâ | meh-dee-NA |
וּמְדִינָ֔ה | ûmĕdînâ | oo-meh-dee-NA | |
was published | גָּל֖וּי | gālûy | ɡa-LOO |
all unto | לְכָל | lĕkāl | leh-HAHL |
people, | הָֽעַמִּ֑ים | hāʿammîm | ha-ah-MEEM |
Jews the that and | וְלִֽהְי֨וֹת | wĕlihĕyôt | veh-lee-heh-YOTE |
should be | הַיְּהוּדִ֤יים | hayyĕhûdîym | ha-yeh-hoo-DEE-m |
ready | עֲתִודִים֙ | ʿătiwdîm | uh-teev-DEEM |
that against | לַיּ֣וֹם | layyôm | LA-yome |
day | הַזֶּ֔ה | hazze | ha-ZEH |
to avenge themselves | לְהִנָּקֵ֖ם | lĕhinnāqēm | leh-hee-na-KAME |
on their enemies. | מֵאֹֽיְבֵיהֶֽם׃ | mēʾōyĕbêhem | may-OH-yeh-vay-HEM |