Home Bible Ezekiel Ezekiel 29 Ezekiel 29:18 Ezekiel 29:18 Image ଓଡ଼ିଆ

Ezekiel 29:18 Image in Oriya

ହେ ମନୁଷ୍ଯ ପୁତ୍ର, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ଯସାମନ୍ତକୁ ସୋର ବିରୁଦ୍ଧ ରେ ଅତିଶଯ ପରିଶ୍ରମ କରାଇଅଛି। ପ୍ରେତ୍ୟକକ ମସ୍ତକ ଟାଙ୍ଗରା ହେଲା ପ୍ରେତ୍ୟକକ କାନ୍ଧର ଚର୍ମ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧ ରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା'ର ସୈନ୍ଯସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।
Click consecutive words to select a phrase. Click again to deselect.
Ezekiel 29:18

ହେ ମନୁଷ୍ଯ ପୁତ୍ର, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ଯସାମନ୍ତକୁ ସୋର ବିରୁଦ୍ଧ ରେ ଅତିଶଯ ପରିଶ୍ରମ କରାଇଅଛି। ପ୍ରେତ୍ୟକକ ମସ୍ତକ ଟାଙ୍ଗରା ହେଲା ଓ ପ୍ରେତ୍ୟକକ କାନ୍ଧର ଚର୍ମ ଓ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧ ରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା'ର ସୈନ୍ଯସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।

Ezekiel 29:18 Picture in Oriya