Genesis 42:17
ତେଣୁ ଯୋଷଫେ ସମାନଙ୍କେୁ ତିନିଦିନ ପାଇଁ ବନ୍ଦୀଶାଳା ରେ ରଖିଲେ।
Genesis 42:17 in Other Translations
King James Version (KJV)
And he put them all together into ward three days.
American Standard Version (ASV)
And he put them all together into ward three days.
Bible in Basic English (BBE)
So he put them in prison for three days.
Darby English Bible (DBY)
And he put them in custody three days.
Webster's Bible (WBT)
And he put them all together into custody three days.
World English Bible (WEB)
He put them all together into custody three days.
Young's Literal Translation (YLT)
and he removeth them unto charge three days.
| And together all them put he | וַיֶּֽאֱסֹ֥ף | wayyeʾĕsōp | va-yeh-ay-SOFE |
| into | אֹתָ֛ם | ʾōtām | oh-TAHM |
| ward | אֶל | ʾel | el |
| three | מִשְׁמָ֖ר | mišmār | meesh-MAHR |
| days. | שְׁלֹ֥שֶׁת | šĕlōšet | sheh-LOH-shet |
| יָמִֽים׃ | yāmîm | ya-MEEM |
Cross Reference
Genesis 40:4
ଯେତବେେଳେ ପ୍ରହରୀମାନଙ୍କର ଅଧିନାଯକ ଯୋଷଫଙ୍କେୁ ତତ୍ତ୍ବାବଧାନ ରେ ରଖିଲେ, ଯୋଷଫେ ସମାନଙ୍କେର ତତ୍ତ୍ବାବଧାନ କଲେ ଓ ଯୋଗ ଦେଲେ। ଏହି ପ୍ରକା ରେ ସମାନେେ ବହୁଦିନ କାରାଗାର ରେ ରହିଲେ।
Genesis 40:7
ଯେଉଁମାନେ କାରାଗାର ରେ ଥିଲେ, ଯୋଷଫେ ଫାରୋଙ୍କର ସବେକମାନଙ୍କୁ ପଚାରିଲେ, ତୁମ୍ଭମାନେେ କାହିଁକି ଆଜି ଭାରି ଚିନ୍ତିତ ଦଖାଯାେଉଛ?
Genesis 41:10
ଆପଣ ମାେ ପ୍ରତି କୋର୍ଧିତ ହାଇେ ଏବଂ ପ୍ରଧାନ ରୋଟୀବାଲା ଓ ଆମ୍ଭମାନଙ୍କୁ କାରାବାସ କରିଥିଲେ।
Leviticus 24:12
ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ପର୍ୟ୍ଯନ୍ତ ତାକୁ ବନ୍ଦୀ କରି ରଖିଲେ।
Psalm 119:65
ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ଯବହାର କରିଛ। ତୁମ୍ଭେ ୟାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
Isaiah 24:22
ବନ୍ଦୀମାନେ କୂପ ରେ ଏକତ୍ରୀତ ହେଲାପରି ସମାନେେ ଏକତ୍ରୀତ ହବେେ। ସମାନଙ୍କେ ମଧ୍ଯରୁ କେତକେ ବନ୍ଦୀ ଗୃହ ରେ ରୁଦ୍ଧ ହବେେ। ବହୁଦିନ ପ ରେ ସମାନେେ ଦଣ୍ଡିତ ହବେେ।
Acts 4:3
ତେଣୁ ସମାନେେ କାରାଗାର ରେ ବନ୍ଦୀ କରି ଦେଲେ। ସନ୍ଧ୍ଯା ହାଇଯୋଇ ଥିବାରୁ ସମାନଙ୍କେୁ ପରଦିନ ପର୍ୟ୍ଯନ୍ତ ବନ୍ଦୀ କରି ରଖିଲେ।
Acts 5:18
ସମାନେେ ପ୍ ରରେିତମାନଙ୍କୁ ବନ୍ଦୀକରି କାରାଗାର ରେ ରଖିଲେ।
Hebrews 12:10
ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସମାନେେ ଯେପରି ଭଲ ଭାବିଲେ, ସହେିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ବର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହବୋପାଇଁ ସାହାୟ୍ଯ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି।