ଓଡ଼ିଆ ଓଡ଼ିଆ ବାଇବେଲ Isaiah Isaiah 37 Isaiah 37:24 Isaiah 37:24 ଚିତ୍ର English

Isaiah 37:24 ଚିତ୍ର

ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ବାରା ମାରେ ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, ମୁଁ ଅତି ଶକ୍ତିଶାଳୀ ମାରେ ଅପାର ରଥ ସାହାୟ୍ଯ ରେ ମୁଁ ଲିବାନୋନକୁ ପରାସ୍ତ କରିଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା'ର ଏରସ ଦବଦୋରୁ ବୃକ୍ଷସବୁ କାଟି ପକାଇଛି। ପୁଣି ତା'ର ଦୂରବର୍ତ୍ତୀ ଉଚ୍ଚସ୍ଥାନ ରେ ଫଳପୂର୍ଣ୍ଣ ନିବିଡ଼ ଅରଣ୍ଯ ରେ ପ୍ରବେଶ କରିଛୁ।
Click consecutive words to select a phrase. Click again to deselect.
Isaiah 37:24

ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ବାରା ମାରେ ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, ମୁଁ ଅତି ଶକ୍ତିଶାଳୀ ଓ ମାରେ ଅପାର ରଥ ସାହାୟ୍ଯ ରେ ମୁଁ ଲିବାନୋନକୁ ପରାସ୍ତ କରିଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା'ର ଏରସ ଓ ଦବଦୋରୁ ବୃକ୍ଷସବୁ କାଟି ପକାଇଛି। ପୁଣି ତା'ର ଦୂରବର୍ତ୍ତୀ ଉଚ୍ଚସ୍ଥାନ ରେ ଓ ଫଳପୂର୍ଣ୍ଣ ନିବିଡ଼ ଅରଣ୍ଯ ରେ ପ୍ରବେଶ କରିଛୁ।

Isaiah 37:24 Picture in Oriya