ଓଡ଼ିଆ ଓଡ଼ିଆ ବାଇବେଲ Jeremiah Jeremiah 3 Jeremiah 3:25 Jeremiah 3:25 ଚିତ୍ର English

Jeremiah 3:25 ଚିତ୍ର

ଆମ୍ଭମାନେେ ନିଜ ଲଜ୍ଜ୍ଯା ରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭମାନେେ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ଯକାଳରୁ ଅଦ୍ଯାବଧି ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବାକ୍ଯକୁ ଅବମାନନା କରିଅଛୁ।
Click consecutive words to select a phrase. Click again to deselect.
Jeremiah 3:25

ଆମ୍ଭମାନେେ ନିଜ ଲଜ୍ଜ୍ଯା ରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭମାନେେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ଯକାଳରୁ ଅଦ୍ଯାବଧି ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବାକ୍ଯକୁ ଅବମାନନା କରିଅଛୁ।

Jeremiah 3:25 Picture in Oriya