Matthew 25 - DBY (Oriya)

1 Then shall the kingdom of the heavens be made like to ten virgins that having taken their torches, went forth to meet the bridegroom. ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,

2 And five of them were prudent and five foolish.ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚ଼ତୁର ଥିଲେ।

3 They that were foolish took their torches and did not take oil with them;ବୋକୀ ଝିଅ ପାଞ୍ଚଜଣ ସମାନଙ୍କେ ସାଥିଲେ ଦୀପ ସିନା ନଇେଥିଲେ, କିନ୍ତୁ ଦୀପ ଜାଳିବାପାଇଁ ବେଶୀ ତଲେ ଆଣି ନଥିଲେ।

4 but the prudent took oil in their vessels with their torches.ଚ଼ତୁର ଝିଅ ପାଞ୍ଚଜଣ ଦୀପ ତ ନଇେଥିଲେ, ତା'ଛଡ଼ା କାଚ଼ ପାତ୍ର ରେ ଅଧିକ ତଲେ ନଇେଥିଲେ।

5 Now the bridegroom tarrying, they all grew heavy and slept.ବରର ଆସିବା ଡ଼ରେି ହାଇଗେଲା। ସବୁ ଝିଅଯାକ କ୍ଲାନ୍ତ ହାଇେ ଶଷେ ରେ ଶୋଇ ପଡ଼ିଲେ।

6 But in [the] middle of [the] night there was a cry, Behold, the bridegroom; go forth to meet him.ଅଧ ରାତି ରେ ଜଣେ କହେି ଘାଷେଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।

7 Then all those virgins arose and trimmed their torches.ଏକଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ।

8 And the foolish said to the prudent, Give us of your oil, for our torches are going out.ବୋକୀ ଝିଅମାନେ ଚ଼ତୁର ଝିଅମାନଙ୍କୁ କହିଲେ, 'ତୁମ୍ଭ ତଲରେୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତଲେ ପ୍ରାୟ ସରି ଯାଇଛି।'

9 But the prudent answered saying, [We cannot,] lest it might not suffice for us and for you. Go rather to those that sell, and buy for yourselves.ଚ଼ତୁର ଝିଅମାନେ କହିଲେ, 'ନା, ନା, ଆମ୍ଭ ତଲେ ଆମ୍ଭ ସମସ୍ତଙ୍କ ପାଇଁ ୟଥେଷ୍ଟ ହବେ ନାହିଁ। ବରଂ ତୁମ୍ଭମାନେେ ଦୋକାନକୁ ଯାଇ ନିଜ ପାଇଁ କିଛି ତଲେ କିଣିଆଣ।'

10 But as they went away to buy, the bridegroom came, and the [ones that were] ready went in with him to the wedding feast, and the door was shut. ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।

11 Afterwards come also the rest of the virgins, saying, Lord, Lord, open to us;ସହେି ସମୟରେ ବାକିତକ ଝିଅ ପହନ୍ଚିଲେ। ସମାନେକହେିଲେ, 'ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,'

12 but he answering said, Verily I say unto you, I do not know you.କିନ୍ତୁ ବର ଉତ୍ତର ଦେଲେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ତୁମ୍ଭକୁ ଚିହ୍ନିନାହିଁ।'

13 Watch therefore, for ye know not the day nor the hour. ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।

14 For [it is] as [if] a man going away out of a country called his own bondmen and delivered to them his substance.ସ୍ବର୍ଗରାଜ୍ଯ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସହେି ଲୋକ ୟିବା ପୂର୍ବରୁ ତା'ର ଚ଼ାକରମାନଙ୍କୁ ଡ଼ାକି ତାର ଅନୁପସ୍ଥିତି ରେ ସମସ୍ତ ସମ୍ପତ୍ତିର ଯତ୍ନ ନବୋକୁ କହିଲେ।

15 And to one he gave five talents, to another two, and to another one; to each according to his particular ability, and immediately went away out of the country.କେଉଁ ଚ଼ାକର କେତେ ଦାଯିତ୍ବ ନଇେ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣଙ୍କୁ ପାଞ୍ଚ ତୋଡ଼ା ରୂପା ଟଙ୍କା ଦେଲେ। ଆଉ ଜଣଙ୍କୁ ଦୁଇ ତୋଡ଼ା, ଓ ତୃତୀୟ ଙ୍କୁ ଗୋଟିଏ ତୋଡ଼ା ରୂପା ଟଙ୍କା ଦେଲେ। ଚ଼ାକରମାନଙ୍କର ସାମର୍ଥ୍ଯ ଅନୁସାରେ ସମାନଙ୍କେୁ କାମ ବାଣ୍ଟିଦଇେ ସେ ବୁଲିବାକୁ ଚାଲିଗଲେ।

16 And he that had received the five talents went and trafficked with them, and made five other talents.ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।

17 In like manner also he that [had received] the two, [he also] gained two others.ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।

18 But he that had received the one went and dug in the earth, and hid the money of his lord.କିନ୍ତୁ ଯେଉଁ ଲୋକଟି କବଳେ ଗୋଟିଏ ମାତ୍ର ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ଯାଇ ତା' ମାଲିକର ଧନକୁ ନଇେ ମାଟି ରେ ଗୋଟିଏ ଗାତ ଖାେଳି ସେଥିଲେ ଲୁଚାଇ ରଖିଲା।

19 And after a long time the lord of those bondmen comes and reckons with them.ବହୁତ ଦିନ ପରେ ମାଲିକ ଘରକୁ ଫରେି ଆସିଲେ। ସେ ଚ଼ାକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କା ରେ କ'ଣ କଲେ, ତାହା ସମାନଙ୍କେୁ ପଚାରିଲେ।

20 And he that had received the five talents came to [him] and brought five other talents, saying, [My] lord, thou deliveredst me five talents; behold, I have gained five other talents besides them.ଯେଉଁ ଚାକରଟି ପାଞ୍ଚ ତୋଡା ରୂପା ଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦଲୋ, ଚ଼ାକରଟି କହି 'ଆପଣ ମାେତେ ପାଞ୍ଚ ତୋଡ଼ା ରୂପା ଟଙ୍କା ଦଇେଥିଲେ। ମୁଁ ତା' ଦ୍ବାରା ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ରୋଜଗାର କରିଛ।'

21 His lord said to him, Well, good and faithful bondman, thou wast faithful over a few things, I will set thee over many things: enter into the joy of thy lord.ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'

22 And he also that had received the two talents came to [him] and said, [My] lord, thou deliveredst me two talents; behold, I have gained two other talents besides them.ତା'ପରେ ଦୁଇ ତୋଡ଼ା ରୂପା ଟଙ୍କା ପାଇଥିବା ଚାକରଟି ମାଲିକ ପାଖକୁ ଆସିଲା। ଚ଼ାକରଟି କହିଲା, 'ଆପଣ ମାେତେ ଦୁଇ ତୋଡ଼ା ଟଙ୍କାର ଦାଯିତ୍ବ ଦଇେଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ଯବହାର କରିଛି।'

23 His lord said to him, Well, good and faithful bondman, thou wast faithful over a few things, I will set thee over many things: enter thou into the joy of thy lord.ମାଲିକ କହିଲେ, 'ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭ ଉପରେ ବିଶ୍ବାସ କରାଯାଇପା ରେ। ଅଳ୍ପ ଟଙ୍କା ରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ଖୁସି ରେ ଭାଗୀ ହୁଅ।'

24 And he also that had received the one talent coming to [him] said, [My] lord, I knew thee that thou art a hard man, reaping where thou hadst not sowed, and gathering from where thou hadst not scattered,ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, 'ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠାେର ବ୍ଯକ୍ତି। ରୋପଣ ନକରି ମଧ୍ଯ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ଯ ଶସ୍ଯ ଏକାଠି କରନ୍ତି।

25 and being afraid I went away and hid thy talent in the earth; behold, thou hast that which is thine.ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚଇେ ଦଲେି। ଆପଣ ମାେତେ ଦଇେଥିବା ତୋଡ଼ା ଟଙ୍କା ନିଅନ୍ତୁ।'

26 And his lord answering said to him, Wicked and slothful bondman, thou knewest that I reap where I had not sowed, and gather from where I had not scattered;ତା ମାଲିକ ତାକୁ କହିଲେ, 'ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଚ଼ାକର। ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନଥାଏ ସଠାେରେ ମଧ୍ଯ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନଥାଏ, ସଠାେରେ ଶସ୍ଯ ଏକାଠି କରେ।

27 thou oughtest then to have put my money to the money-changers, and when I came I should have got what is mine with interest.ତେଣୁ ତୁମ୍ଭେ ମାେ ଟଙ୍କାକୁ ବ୍ଯାଙ୍କ ରେ ଜମା ରଖିଦବୋ ଉଚ଼ିତ ଥିଲା। ତା ହାଇେଥିଲେ ମୁଁ ଘରକୁ ଫରେିବା ପରେ ମାେ ଟଙ୍କା ଫରେି ପାଇଥାନ୍ତି। ତା ସହିତ ମାେ ଟଙ୍କାର ସୁଧ ମଧ୍ଯ ପାଇଥାନ୍ତି।'

28 Take therefore the talent from him, and give it to him that has the ten talents:ତାପରେ ମାଲିକ ତାହାଙ୍କର ଅନ୍ୟ ଚ଼ାକରମାନଙ୍କୁ କହିଲେ, ' ସହେି ଚ଼ାକରଠାରୁ ଟଙ୍କାର ଥଳିଟି ନଇେ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦଇଦେିଅ।

29 for to every one that has shall be given, and he shall be in abundance; but from him that has not, that even which he has shall be taken from him.ଯେଉଁ ଲୋକ ନିଜ ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ, ତାକୁ ବହୁତ ଅଧିକ ଦିଆୟିବ। ତାହାଙ୍କୁ ତାହାଙ୍କର ଆବଶ୍ଯକତା ଠାରୁ ବହୁତ ବେଶୀ ଦିଆୟିବ। କିନ୍ତୁ ଯେଉଁ ଲୋକ ତା ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ ନାହିଁ, ତାଠାରୁ ଯାହାକିଛି ଅଛି, ସବୁ କିଛି ଛଡ଼ଇେ ନିଆୟିବ।'

30 And cast out the useless bondman into the outer darkness; there shall be the weeping and the gnashing of teeth.ତା'ପରେ ମାଲିକ କହିଲେ, ' ସେ ଅଦରକାରୀ ଚ଼ାକରକୁ ବାହା ରେ ଅନ୍ଧକାର ରେ ପକଇେ ଦିଅ। ସଠାେରେ ଲୋକମାନେ କାନ୍ଦିବେ ଏବଂ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରିବେ।'

31 But when the Son of man comes in his glory, and all the angels with him, then shall he sit down upon his throne of glory,ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।

32 and all the nations shall be gathered before him; and he shall separate them from one another, as the shepherd separates the sheep from the goats;ମନୁଷ୍ଯପୁତ୍ରଙ୍କ ଆଗ ରେ ଜଗତର ସବୁ ଲୋକେ ଏକାଠି ହବେେ। ତାପରେ ମନୁଷ୍ଯପୁତ୍ର ସବୁ ଲୋକଙ୍କୁ ଦୁଇଟି ଦଳ ରେ ବାଣ୍ଟି ଦବେେ। ଜଣେ ଜଗୁଆଳ ଯେପରି ଛଳେିମାନଙ୍କ ଭିତରୁ ମେଣ୍ଢାମାନଙ୍କୁ ଅଲଗା କରିଦିଏ ଏହା ଠିକ୍ ସହେିପରି ଅଟେ।

33 and he will set the sheep on his right hand, and the goats on [his] left.ମନୁଷ୍ଯପୁତ୍ର ମଷେମାନଙ୍କୁ ତାହାଙ୍କ ଡ଼ାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।

34 Then shall the King say to those on his right hand, Come, blessed of my Father, inherit the kingdom prepared for you from [the] world's foundation:ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।

35 for I hungered, and ye gave me to eat; I thirsted, and ye gave me to drink; I was a stranger, and ye took me in;ତୁମ୍ଭେ ଏହି ରାଜ୍ଯ ଲାଭ କରିବ କାରଣ ମୁଁ ଯେତବେେଳେ ଭୋକିଲା ଥିଲି, ସେତବେେଳେ ତୁମେ ମାେତେ ଖାଇବାକୁ ଦଇେଥିଲ। ମାେତେ ଶୋଷ ଲାଗୁଥିବା ସମୟରେ ମାେତେ କିଛି ପିଇବାକୁ ଦଇେଛ। ମୁଁ ଘରଠାରୁ ଦୂର ରେ ଏକୁଟିଆ ଥିଲି। ତୁମ୍ଭେ ମାେତେ ତୁମ୍ଭ ଘରକୁ ଡ଼ାକିଥିଲ।

36 naked, and ye clothed me; I was ill, and ye visited me; I was in prison, and ye came to me.ମାରେ କୌଣସି ଲୁଗାପଟା ନଥିଲା, ଏବଂ ତୁମ୍ଭେ ମାେତେ ପିନ୍ଧିବାକୁ ଦଇେଥିଲ। ମୁଁ ଅସୁସ୍ଥ ଥିଲି। ତୁମ୍ଭେ ମାରେ ଯତ୍ନ ନଇେଥିଲ। ମୁଁ କାରାଗାର ରେ ଥିଲି। ତୁମ୍ଭେ ମାେତେ ଦେଖିବାକୁ ଆସିଥିଲ।'

37 Then shall the righteous answer him saying, Lord, when saw we thee hungering, and nourished thee; or thirsting, and gave thee to drink? ସେତବେେଳେ ଭଲ ଲୋକମାନେ ଉତ୍ତର ଦବେେ, ' ହେ ପ୍ରଭୁ! ଆମ୍ଭେ କେତବେେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦଇେଥିଲୁ? କେତବେେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦଇେଥିଲୁ?

38 and when saw we thee a stranger, and took thee in; or naked, and clothed thee?କେତବେେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂର ରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡ଼ାକିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ପୋଷାକ ନଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦଇେଥିଲୁ?

39 and when saw we thee ill, or in prison, and came to thee?କେତବେେଳେ ଆପଣଙ୍କୁ ଆମ୍ଭେ ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ ଓ ଆପଣଙ୍କର ଯତ୍ନ ନଇେଥିଲୁ?'

40 And the King answering shall say to them, Verily, I say to you, Inasmuch as ye have done it to one of the least of these my brethren, ye have done it to me. ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'

41 Then shall he say also to those on the left, Go from me, cursed, into eternal fire, prepared for the devil and his angels:ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।

42 for I hungered, and ye gave me not to eat; I thirsted, and ye gave me not to drink;କାରଣ ମୁଁ ଭୋକିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ଖାଇବାକୁ ଦଇେ ନଥିଲ,

43 I was a stranger, and ye took me not in; naked, and ye did not clothe me; ill, and in prison, and ye did not visit me.ମୁଁ ଶୋଷିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ପିଇବାକୁ ଦଇେ ନଥିଲ। ମୁଁ ଏକୁଟିଆ ଘରଠାରୁ ଦୂର ରେ ଥିଲି, କିନ୍ତୁ ତୁମ୍ଭେ ମାେତେ ଘର ଭିତରକୁ ଡ଼ାକିଲ ନାହିଁ, ମାରେ ଲୁଗାପଟା ନଥିଲା, ମାେତେ ତୁମ୍ଭେ ପିନ୍ଧିବାକୁ କିଛି ଦଇେ ନଥିଲ। ମୁଁ ଅସୁସ୍ଥ ଥିଲି, ଓ କାରାଗାର ରେ ଥିଲି ଓ ତୁମ୍ଭେ ମାେ ପାଇଁ ଚିନ୍ତା କରି ନଥିଲ।'

44 Then shall *they* also answer saying, Lord, when saw we thee hungering, or thirsting, or a stranger, or naked, or ill, or in prison, and have not ministered to thee?ତା'ପରେ ସମାନେେ ମଧ୍ଯ ଉତ୍ତର ଦବେେ, 'ପ୍ରଭୁ, ଆପଣଙ୍କୁ କେତବେେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତବେେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂର ରେ ଦିଖିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନଥିବା ଅବସ୍ଥା ରେ ବା ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ? କବେେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାୟ୍ଯ କଲୁନାହିଁ?

45 Then shall he answer them saying, Verily I say to you, Inasmuch as ye have not done it to one of these least, neither have ye done it to me.ତାପରେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଅଛି, ଯେତବେେଳେ ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଲୋକଙ୍କ ଭିତରୁ ଯେ କୌଣସି ଲୋକକୁ ସାହାୟ୍ଯ କରିବାକୁ ମନା କଲ, ତୁମ୍ଭେ ମାେତେ ସାହାୟ୍ଯ କରିବା ପାଇଁ ମନା କଲ!'

46 And these shall go away into eternal punishment, and the righteous into life eternal.ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।

Oriya Bible