Matthew 3 - ASV (Oriya)

1 And in those days cometh John the Baptist, preaching in the wilderness of Judaea, saying,ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ

2 Repent ye; for the kingdom of heaven is at hand.ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।

3 For this is he that was spoken of through Isaiah the prophet, saying, The voice of one crying in the wilderness, Make ye ready the way of the Lord, Make his paths straight.ସହେି ଯୋହନଙ୍କ ବଷୟ ରେ ଭବିଷ୍ଯଦ୍ବକ୍ତା ୟିଶାଇୟ କହୁଥିଲେ,ପ୍ରାନ୍ତର ରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ବର। 'ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର। ୟିଶାଇୟ 40:3

4 Now John himself had his raiment of camel's hair, and a leathern girdle about his loins; and his food was locusts and wild honey.ଯୋହନଙ୍କ ବସ୍ତ୍ର ଓଟ ଲୋମ ରେ ତିଆରି ହାଇେଥିଲା। ସେ ଅଣ୍ଟା ରେ ଚମଡା ପଟି ବାନ୍ଧିଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।

5 Then went out unto him Jerusalem, and all Judaea, and all the region round about the Jordan;ସେ ସମୟରେ ୟିରୂଶାଲମ,ସମଗ୍ର ୟିହୂଦା ରାଜ୍ଯ ଓ ୟର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳ ରେ ଥିବା ଲୋକେ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।

6 and they were baptized of him in the river Jordan, confessing their sins.ସମାନେେ ନିଜ ନିଜ ପାପ ସ୍ବୀକାର କଲେ। ଯୋହନ ୟର୍ଦ୍ଦନ ନଦୀ ରେ ସମାନଙ୍କେ ବାପ୍ତିସ୍ମ ଦେଲେ।

7 But when he saw many of the Pharisees and Sadducees coming to his baptism, he said unto them, Ye offspring of vipers, who warned you to flee from the wrath to come?ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?

8 Bring forth therefore fruit worthy of repentance:ତୁମ୍ଭକୁ ନିଜର କାର୍ୟ୍ଯ ଦ୍ବାରା ପ୍ରକାଶ କରିବାକୁ ହବେ ଯେ, ତୁମ୍ଭେ ବାସ୍ତବ ରେ ମନପରିର୍ତ୍ତନ କରିଛ।

9 and think not to say within yourselves, We have Abraham to our father: for I say unto you, that God is able of these stones to raise up children unto Abraham.ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।

10 And even now the axe lieth at the root of the trees: every tree therefore that bringeth not forth good fruit is hewn down, and cast into the fire.ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।

11 I indeed baptize you in water unto repentance: but he that cometh after me is mightier than I, whose shoes I am not worthy to bear: he shall baptize you in the Holy Spirit and `in' fire:ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।

12 whose fan is in his hand, and he will thoroughly cleanse his threshing-floor; and he will gather his wheat into the garner, but the chaff he will burn up with unquenchable fire.ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

13 Then cometh Jesus from Galilee to the Jordan unto John, to be baptized of him.ସହେି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନବୋପାଇଁ ଯୀଶୁ ଗାଲିଲୀରୁ ୟର୍ଦ୍ଦନ ନଦୀ କୂଳକୁ ଆସିଲେ।

14 But John would have hindered him, saying, I have need to be baptized of thee, and comest thou to me?କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠା ରେ ନବୋ ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, ମାରେ ତୁମ୍ଭଠାରୁ ବାପ୍ତସ୍ମ ନବୋ ଦରକାର। ତୁମ୍ଭେ ମାେ ପାଖକୁ କାହିଁକି ଆସିଛ?

15 But Jesus answering said unto him, Suffer `it' now: for thus it becometh us to fulfil all righteousness. Then he suffereth him.ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ। ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।

16 And Jesus when he was baptized, went up straightway from the water: and lo, the heavens were opened unto him, and he saw the Spirit of God descending as a dove, and coming upon him;ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।

17 and lo, a voice out of the heavens, saying, This is my beloved Son, in whom I am well pleased.ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।

Oriya Bible