Matthew 3 - YLT (Oriya)

1 And in those days cometh John the Baptist, proclaiming in the wilderness of Judea,ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ

2 and saying, `Reform, for come nigh hath the reign of the heavens,'ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।

3 for this is he who was spoken of by Isaiah the prophet, saying, `A voice of one crying in the wilderness, Prepare ye the way of the Lord, straight make ye His paths.'ସହେି ଯୋହନଙ୍କ ବଷୟ ରେ ଭବିଷ୍ଯଦ୍ବକ୍ତା ୟିଶାଇୟ କହୁଥିଲେ,ପ୍ରାନ୍ତର ରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ବର। 'ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର। ୟିଶାଇୟ 40:3

4 And this John had his clothing of camel's hair, and a girdle of skin round his loins, and his nourishment was locusts and honey of the field.ଯୋହନଙ୍କ ବସ୍ତ୍ର ଓଟ ଲୋମ ରେ ତିଆରି ହାଇେଥିଲା। ସେ ଅଣ୍ଟା ରେ ଚମଡା ପଟି ବାନ୍ଧିଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।

5 Then were going forth unto him Jerusalem, and all Judea, and all the region round about the Jordan,ସେ ସମୟରେ ୟିରୂଶାଲମ,ସମଗ୍ର ୟିହୂଦା ରାଜ୍ଯ ଓ ୟର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳ ରେ ଥିବା ଲୋକେ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।

6 and they were baptized in the Jordan by him, confessing their sins.ସମାନେେ ନିଜ ନିଜ ପାପ ସ୍ବୀକାର କଲେ। ଯୋହନ ୟର୍ଦ୍ଦନ ନଦୀ ରେ ସମାନଙ୍କେ ବାପ୍ତିସ୍ମ ଦେଲେ।

7 And having seen many of the Pharisees and Sadducees coming about his baptism, he said to them, `Brood of vipers! who did shew you to flee from the coming wrath?ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?

8 bear, therefore, fruits worthy of the reformation,ତୁମ୍ଭକୁ ନିଜର କାର୍ୟ୍ଯ ଦ୍ବାରା ପ୍ରକାଶ କରିବାକୁ ହବେ ଯେ, ତୁମ୍ଭେ ବାସ୍ତବ ରେ ମନପରିର୍ତ୍ତନ କରିଛ।

9 and do not think to say in yourselves, A father we have -- Abraham, for I say to you, that God is able out of these stones to raise children to Abraham,ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।

10 and now also, the axe unto the root of the trees is laid, every tree therefore not bearing good fruit is hewn down, and to fire is cast.ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।

11 `I indeed do baptize you with water to reformation, but he who after me is coming is mightier than I, of whom I am not worthy to bear the sandals, he shall baptize you with the Holy Spirit and with fire,ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।

12 whose fan `is' in his hand, and he will thoroughly cleanse his floor, and will gather his wheat to the storehouse, but the chaff he will burn with fire unquenchable.'ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

13 Then cometh Jesus from Galilee upon the Jordan, unto John to be baptized by him,ସହେି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନବୋପାଇଁ ଯୀଶୁ ଗାଲିଲୀରୁ ୟର୍ଦ୍ଦନ ନଦୀ କୂଳକୁ ଆସିଲେ।

14 but John was forbidding him, saying, `I have need by thee to be baptized -- and thou dost come unto me!'କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠା ରେ ନବୋ ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, ମାରେ ତୁମ୍ଭଠାରୁ ବାପ୍ତସ୍ମ ନବୋ ଦରକାର। ତୁମ୍ଭେ ମାେ ପାଖକୁ କାହିଁକି ଆସିଛ?

15 But Jesus answering said to him, `Suffer now, for thus it is becoming to us to fulfill all righteousness,' then he doth suffer him.ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ। ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।

16 And having been baptized, Jesus went up immediately from the water, and lo, opened to him were the heavens, and he saw the Spirit of God descending as a dove, and coming upon him,ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।

17 and lo, a voice out of the heavens, saying, `This is My Son -- the Beloved, in whom I did delight.'ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।

Oriya Bible