Home Bible Nehemiah Nehemiah 10 Nehemiah 10:28 Nehemiah 10:28 Image ଓଡ଼ିଆ

Nehemiah 10:28 Image in Oriya

ତେଣୁ ଏହି ଲୋକମାନେ ସମସ୍ତେ ମିଶି ପରମେଶ୍ବରଙ୍କ ନିକଟରେ ଏକ ଶପଥ କଲେ। ସମାନେେ କହିଲେ, ଯଦି ଆମ୍ଭମାନେେ ଆମ୍ଭର ଶପଥ ନରଖୁ, ତବେେ ଆମ୍ଭମାନଙ୍କ ପାଇଁ ସବୁ ଅଘଟଣ ଘଟିବ। ପରମେଶ୍ବରଙ୍କ ବ୍ଯବସ୍ଥା ତାଙ୍କର ଦାସ ମାଶାଙ୍କେ ଦ୍ବାରା ଘାଷେଣା କରାଗଲା। ଏହି ସମସ୍ତ ଲୋକମାନେ ସାବଧାନ ସହକା ରେ ସଦାପ୍ରଭୁ ପରମେଶ୍ବରଙ୍କର ବ୍ଯବସ୍ଥା ନିଯମ ମାନିବା ପାଇଁ ଶପଥ କଲେ।
Click consecutive words to select a phrase. Click again to deselect.
Nehemiah 10:28

ତେଣୁ ଏହି ଲୋକମାନେ ସମସ୍ତେ ମିଶି ପରମେଶ୍ବରଙ୍କ ନିକଟରେ ଏକ ଶପଥ କଲେ। ସମାନେେ କହିଲେ, ଯଦି ଆମ୍ଭମାନେେ ଆମ୍ଭର ଶପଥ ନରଖୁ, ତବେେ ଆମ୍ଭମାନଙ୍କ ପାଇଁ ସବୁ ଅଘଟଣ ଘଟିବ। ପରମେଶ୍ବରଙ୍କ ବ୍ଯବସ୍ଥା ତାଙ୍କର ଦାସ ମାଶାଙ୍କେ ଦ୍ବାରା ଘାଷେଣା କରାଗଲା। ଏହି ସମସ୍ତ ଲୋକମାନେ ସାବଧାନ ସହକା ରେ ସଦାପ୍ରଭୁ ପରମେଶ୍ବରଙ୍କର ବ୍ଯବସ୍ଥା ଓ ନିଯମ ମାନିବା ପାଇଁ ଶପଥ କଲେ।

Nehemiah 10:28 Picture in Oriya