କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:18 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:18

1 Corinthians 12:18
ଯଦି ସମ୍ପର୍ଣ୍ଣ ଶରୀରର ଅଙ୍ଗ କବଳେ ସହେି ଗୋଟିଏ ଅଙ୍ଗ ମାତ୍ର ହାଇେଥାନ୍ତା ତା' ହେଲେ ଶରୀର ନ ଥାନ୍ତା।

1 Corinthians 12:171 Corinthians 121 Corinthians 12:19

1 Corinthians 12:18 in Other Translations

King James Version (KJV)
But now hath God set the members every one of them in the body, as it hath pleased him.

American Standard Version (ASV)
But now hath God set the members each one of them in the body, even as it pleased him.

Bible in Basic English (BBE)
But now God has put every one of the parts in the body as it was pleasing to him.

Darby English Bible (DBY)
But now God has set the members, each one of them in the body, according as it has pleased [him].

World English Bible (WEB)
But now God has set the members, each one of them, in the body, just as he desired.

Young's Literal Translation (YLT)
and now, God did set the members each one of them in the body, according as He willed,

But
νυνὶnyninyoo-NEE
now
δὲdethay
hath

hooh
God
θεὸςtheosthay-OSE
set
ἔθετοethetoA-thay-toh
the
τὰtata
members
μέληmelēMAY-lay
every
ἓνhenane
one
ἕκαστονhekastonAKE-ah-stone
them
of
αὐτῶνautōnaf-TONE
in
ἐνenane
the
τῷtoh
body,
σώματιsōmatiSOH-ma-tee
as
καθὼςkathōska-THOSE
it
hath
pleased
him.
ἠθέλησενēthelēsenay-THAY-lay-sane

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:28
ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:11
ସହେି ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସା ରେ ଏହି ସମସ୍ତ କାର୍ୟ୍ଯ କରନ୍ତି। ସହେି ଆତ୍ମା ପ୍ରେତ୍ୟକକ ବ୍ଯକ୍ତିଙ୍କୁ କ'ଣ ଦିଆୟିବ, ତାହା ସ୍ଥିର କରନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:3
ପରମେଶ୍ବର ମାେତେ ବିଶଷେ ଅନୁଗ୍ରହ ପ୍ରଦାନ କରୁଥିବାରୁ ମାରେ ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ବର ଯେଉଁ ପ୍ରକାରର ବିଶ୍ବାସ ତୁମ୍ଭକୁ ଦଇେଛନ୍ତି, ସହେି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:5
ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି ? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:11
ହେ ପ୍ରଭୁ ! ଆମ୍ଭର ପରମେଶ୍ବର ! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ଯ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହାଇେଛି ଓ ଅସ୍ତିତ୍ବ ପାଇଅଛି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:9
ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:38
ତା'ପରେ ପରମେଶ୍ବର ଯେପରି ଇଚ୍ଛା କରନ୍ତି, ସହେିପରି ଶରୀର ତାହାକୁ ପ୍ରଦାନ କରନ୍ତି। ପରମେଶ୍ବର ସମସ୍ତ ବୀଜ ମଧ୍ଯରୁ ପ୍ରେତ୍ୟକକକୁ ତାହାର ନିଜ ଶରୀର ଦିଅନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:24
ଆମ୍ଭ ଶରୀରର ସୁନ୍ଦର ଅଙ୍ଗଗୁଡ଼ିକ ପ୍ରତି ଧ୍ଯାନ ଦବୋ ଆବଶ୍ଯକ ହାଇେ ନ ଥାଏ। କିନ୍ତୁ ପରମେଶ୍ବର ଅଦରକାରୀ ଅଙ୍ଗଗୁଡ଼ିକ ଅଧିକ ସମ୍ମାନ ଦଇେ ଶରୀରକୁ ଗଠନ କରିଛନ୍ତି।

ଲୂକଲିଖିତ ସୁସମାଚାର 12:32
ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।

ଲୂକଲିଖିତ ସୁସମାଚାର 10:21
ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।

ଯୂନସ 1:14
ତେଣୁ ସହେି ନାବିକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ହେ ପ୍ରଭୁ, ଆମ୍ଭମାନେେ ୟୂନସକୁ ସମୁଦ୍ର ମଧ୍ଯକୁ ପକାଉଛୁ କାରଣ ସେ ବହୁ ମନ୍ଦକାର୍ୟ୍ଯ କରିଛି। ଏଥିପାଇଁ ଆମ୍ଭକୁ ଦୋଷୀ କର ନାହିଁ, ସତେ ଯେପରି ଆମ୍ଭେ ଏକ ନିରୀହ ବ୍ଯକ୍ତିକୁ ବଧ କରୁଅଛୁ। ପୁଣି ନିରୀହ ବ୍ଯକ୍ତିର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପ ରେ ବର୍ତ୍ତାଅ ନାହିଁ। ଆମ୍ଭମାନେେ ଜାଣୁ ତୁମ୍ଭେ ସଦାପ୍ରଭୁ ଅଟ ଏବଂ ତୁମ୍ଭେ ଯାହା ଗ୍ଭହିଁବ ତାହା କରିବ। କିନ୍ତୁ ଆମ୍ଭମାନଙ୍କ ପ୍ରତି ସଦଯ ହୁଅ।

ଯିଶାଇୟ 46:10
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।

ଗୀତସଂହିତା 135:6
ସ୍ବର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ୟାହା ଇଚ୍ଛା କରନ୍ତି, ତାହା କରନ୍ତି।

ଗୀତସଂହିତା 110:3
ତୁମ୍ଭ ପରାକ୍ରମର ଦିନରେ, ଯେତବେେଳେ ତୁମ୍ଭର ସୈନ୍ଯବାହିନୀ ଏକତ୍ର ହବେେ, ତୁମ୍ଭ ଲୋକମାନେ ସ୍ବଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସମାନେେ ମିଳିତ ହବେେ। ସହେି ସମସ୍ତ ୟୁବକ ତୁମ୍ଭ ଚାରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।