କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:20 in Oriya

ଓଡିଆ ଓଡିଆ ବାଇବେଲ କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:20

1 Corinthians 16:20
ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତବେେଳେ ତୁମ୍ଭମାନେେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦଇେ ଅଭିବାଦନ ଜଣାଅ।

1 Corinthians 16:191 Corinthians 161 Corinthians 16:21

1 Corinthians 16:20 in Other Translations

King James Version (KJV)
All the brethren greet you. Greet ye one another with an holy kiss.

American Standard Version (ASV)
All the brethren salute you. Salute one another with a holy kiss.

Bible in Basic English (BBE)
All the brothers send their love to you. Give one another a holy kiss.

Darby English Bible (DBY)
All the brethren salute you. Salute one another with a holy kiss.

World English Bible (WEB)
All the brothers greet you. Greet one another with a holy kiss.

Young's Literal Translation (YLT)
salute you do all the brethren; salute ye one another in an holy kiss.

All
ἀσπάζονταιaspazontaiah-SPA-zone-tay
the
ὑμᾶςhymasyoo-MAHS
brethren
οἱhoioo
greet
ἀδελφοὶadelphoiah-thale-FOO
you.
πάντεςpantesPAHN-tase
ye
Greet
Ἀσπάσασθεaspasastheah-SPA-sa-sthay
one
another
ἀλλήλουςallēlousal-LAY-loos
with
ἐνenane
an
holy
φιλήματιphilēmatifeel-A-ma-tee
kiss.
ἁγίῳhagiōa-GEE-oh

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:16
ତୁମ୍ଭମାନେେ ସମସ୍ତେ ପବିତ୍ର ଚୁମ୍ବନ ଦଇେ ଏକା ରକେକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ବାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନଜଣାଉଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:21
ମାରେସହକାରୀ ତୀମଥି ଓ ମାରେ ସ୍ବଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:23
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:12
ପବିତ୍ର ଚୁମ୍ବନ ଦ୍ବାରା ପରସ୍ପରକୁ ସ୍ବାଗତ ଜଣାଅ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:22
ପରମେଶ୍ବରଙ୍କ ସମସ୍ତ ଲୋକ ଓ ବିଶଷେ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦ ରେ ଅଛନ୍ତି, ସହେି ବିଶ୍ବାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:26
ଏକତ୍ରୀତ ହେଲା ବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦଇେ ନମସ୍କାର କର।

ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:23
ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମାରେ ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:24
ସଠାେରେ ତୁମ୍ଭମାନଙ୍କର ସବୁ ପ୍ରାଚୀନ ନେତାମାନଙ୍କୁ ଓ ପରମେଶ୍ବରଙ୍କ ଲୋକମାନଙ୍କୁ ଆମର ନମସ୍କା ଜଣାଇବ। ଇତାଲିଆ ଦେଶର ସମସ୍ତ ପରମେଶ୍ବରଙ୍କ ଲୋକମାନଙ୍କର ତୁମ୍ଭମାନଙ୍କୁ ନମସ୍କାର।

ପିତରଙ୍କ ପ୍ରଥମ ପତ୍ 5:14
ଯେତବେେଳେ ଦଖାେ ସାକ୍ଷାତ ହେଉଛି, ପରସ୍ପରକୁ ପ୍ ରମେ ଚୁମ୍ବନ ଦ୍ବାରା ନମସ୍କାର କର।