କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:21 in Oriya

ଓଡିଆ ଓଡିଆ ବାଇବେଲ କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:21

Colossians 3:21
ପିତାଗଣ ! ତୁମ୍ଭମାନଙ୍କ ସନ୍ତାନମାନଙ୍କୁ ବିରକ୍ତ କର ନାହିଁ। ଯଦି ତୁମ୍ଭେ ଅଧିକ ଆଶା କର, ତା' ହେଲେ ସମାନେେ ହତାଶ ହାଇଯେିବେ।

Colossians 3:20Colossians 3Colossians 3:22

Colossians 3:21 in Other Translations

King James Version (KJV)
Fathers, provoke not your children to anger, lest they be discouraged.

American Standard Version (ASV)
Fathers, provoke not your children, that they be not discouraged.

Bible in Basic English (BBE)
Fathers, do not be hard on your children, so that their spirit may not be broken.

Darby English Bible (DBY)
Fathers, do not vex your children, to the end that they be not disheartened.

World English Bible (WEB)
Fathers, don't provoke your children, so that they won't be discouraged.

Young's Literal Translation (YLT)
the fathers! vex not your children, lest they be discouraged.


Οἱhoioo
Fathers,
πατέρεςpaterespa-TAY-rase
provoke
μὴmay
not
ἐρεθίζετεerethizeteay-ray-THEE-zay-tay
your
τὰtata

τέκναteknaTAY-kna
children
ὑμῶνhymōnyoo-MONE

anger,
to
ἵναhinaEE-na
lest
μὴmay
they
be
discouraged.
ἀθυμῶσινathymōsinah-thyoo-MOH-seen

Cross Reference

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:4
ହେ ପିତାମାନେ ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦଇେ ସମାନଙ୍କେୁ ପ୍ରତିପାଳନ କର।

ଗୀତସଂହିତା 103:13
ୟପରେି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରମେ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସପରେି ଦୟା କରନ୍ତି।

ହିତୋପଦେଶ 3:12
କାହିଁକି ? ସଦାପ୍ରଭୁ ଯେଉଁମାନଙ୍କୁ ଭଲପା'ନ୍ତି, ସମାନଙ୍କେୁ ଶାସନ କରନ୍ତି। ହଁ, ସଦାପ୍ରଭୁ ହେଉଛନ୍ତି ପିତାଙ୍କ ପରି। ପିତା ଯେପରି ଭଲ ପାଉଥିବା ପୁତ୍ରଙ୍କୁ ଶାସ୍ତି ବିଧାନ କରନ୍ତି, ସଦାପ୍ରଭୁ ସହେିପରି ଶାସ୍ତିବିଧାନ କରନ୍ତି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:11
ତୁମ୍ଭମାନେେ ଓ ପରମେଶ୍ବର ମଧ୍ଯ ଜାଣନ୍ତି ଯେ, ଏହା ସତ୍ଯ। ପିତା ନିଜ ସନ୍ତାନମାନଙ୍କୁ ସ୍ନହେ କଲା ଭଳି ଆମ୍ଭେ ତୁମ୍ଭମାନଙ୍କ ସହିତ ସ୍ନହପେୂର୍ବକ ବ୍ଯବହାର କରିଛୁ।

ହିତୋପଦେଶ 4:1
ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:5
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଗଣ ହାଇେଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ବନାର ବାକ୍ଯ କୁହନ୍ତି। ତୁମ୍ଭମାନେେ ସହେି ବାକ୍ଯଗୁଡ଼ିକୁ ଭୁଲି ଯାଇଛ :