ଯିହିଜିକଲ 1:6 in Oriya

ଓଡିଆ ଓଡିଆ ବାଇବେଲ ଯିହିଜିକଲ ଯିହିଜିକଲ 1 ଯିହିଜିକଲ 1:6

Ezekiel 1:6
ଏବଂ ପ୍ରେତ୍ୟକକ ପ୍ରାଣୀର ଚାରିମୁଖ ଓ ଚାରିପକ୍ଷ ଥିଲା।

Ezekiel 1:5Ezekiel 1Ezekiel 1:7

Ezekiel 1:6 in Other Translations

King James Version (KJV)
And every one had four faces, and every one had four wings.

American Standard Version (ASV)
And every one had four faces, and every one of them had four wings.

Bible in Basic English (BBE)
And every one had four faces, and every one of them had four wings.

Darby English Bible (DBY)
And every one had four faces, and every one of them had four wings.

World English Bible (WEB)
Everyone had four faces, and everyone of them had four wings.

Young's Literal Translation (YLT)
and four faces `are' to each, and four wings `are' to each of them,

And
every
one
וְאַרְבָּעָ֥הwĕʾarbāʿâveh-ar-ba-AH
had
four
פָנִ֖יםpānîmfa-NEEM
faces,
לְאֶחָ֑תlĕʾeḥātleh-eh-HAHT
one
every
and
וְאַרְבַּ֥עwĕʾarbaʿveh-ar-BA
had
four
כְּנָפַ֖יִםkĕnāpayimkeh-na-FA-yeem
wings.
לְאַחַ֥תlĕʾaḥatleh-ah-HAHT
לָהֶֽם׃lāhemla-HEM

Cross Reference

ଯିହିଜିକଲ 10:14
ପ୍ରେତ୍ୟକକ କିରୂବର ଚାରିମୁଖ ଥିଲା : ପ୍ରଥମ ମୁଖ କିରୁବ ଦୂତର ମୁଖ, ଦ୍ବିତୀୟ ମୁଖ ମନୁଷ୍ଯର ମୁଖ, ତୃତୀୟଟି ସିଂହର ମୁଖ ଓ ଚତୁର୍ଥଟି ଉତକ୍ରୋଷ ପକ୍ଷୀର ମୁଖ ଥିଲା।

ଯାତ୍ରା ପୁସ୍ତକ 25:20
ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।

ପ୍ରଥମ ରାଜାବଳୀ 6:24
ଉଭୟ କିରୁବ ଦୂତ ଏକା ପରି ଥିଲେ।

ଯିଶାଇୟ 6:2
ସଦାପ୍ରଭୁଙ୍କ ଚତୁର୍ଦ୍ଦିଗ ରେ ସରାଫଗଣ ଛିଡ଼ା ହାଇେଥିଲେ। ପ୍ରେତ୍ୟକକ ସରାଫଙ୍କର ଛଅଟି ପକ୍ଷ ଥିଲା। ସହେି ଦବଦେୂତଗଣ ସମାନଙ୍କେର ଦୁଇଟି ପକ୍ଷ ରେ ମୁଖକୁ ଆଚ୍ଛାଦନ କରିଥିଲେ। ସମାନେେ ମଧ୍ଯ ଦୁଇଟି ପକ୍ଷ ସାହାୟ୍ଯ ରେ ସମାନଙ୍କେର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବା ରେ ଦୁଇଟି ପକ୍ଷ ବ୍ଯବହାର କରୁଥିଲେ।

ଯିହିଜିକଲ 1:8
ଆଉ ସମାନଙ୍କେର ପକ୍ଷ ତଳେ ମନୁଷ୍ଯର ହସ୍ତତୁଲ୍ଯ ହସ୍ତ ଥିଲା। ସେ ଚାରି ପ୍ରାଣୀଙ୍କର ମଧିଅରେ ପ୍ରତି ପ୍ରାଣୀର ଚାରି ମୁଖ ଓ ଚାରି ପକ୍ଷ ଥିଲା।

ଯିହିଜିକଲ 1:15
ମୁଁ ଜୀବିତ ପ୍ରାଣୀମାନଙ୍କୁ ଦେଖିଲି ଏବଂ ଦେଖିଲି ଯେ, ପ୍ରେତ୍ୟକକ ଜୀବିତ ପ୍ରାଣୀମାନଙ୍କର ଚାରି ମୁଖର ସହିତ, ପାଶର୍‌ବ ରେ ଗୋଟିଏ ଗୋଟିଏ ଚକ ଥିଲା।

ଯିହିଜିକଲ 10:10
ସହେି ଚାରିଚକର ଆକୃତି ଏକ ପ୍ରକାର ଥିଲା। ସଗେୁଡ଼ିକ ଗୋଟିଏ ଚକ ମଧିଅରେ ଅନ୍ୟ ଚକ ଥିଲା ପରି ଦଖାେ ଯାଉଥିଲା।

ଯିହିଜିକଲ 10:21
ସମାନଙ୍କେର ପ୍ରେତ୍ୟକକର ଚାରିମୁଖ ଓ ଚାରିପକ୍ଷ ଥିଲା। ଏବଂ ସମାନଙ୍କେ ପକ୍ଷ ତଳେ ମାନବ ହସ୍ତ ଆକୃତିର ହସ୍ତ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:7
ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ବିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ଯର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା।