English
ଯିହିଜିକଲ 40:23 ଚିତ୍ର
ଉତ୍ତର ଫାଟକ ପାଖରୁ ଭିତର ପ୍ରାଙ୍ଗଣ ଆଡ଼କୁ ଆଉ ଗୋଟିଏ ଫାଟକ ଥିଲା, ଠିକ୍ ପୂର୍ବ ରେ ଥିବା ଫାଟକ ପରି। ଗୋଟିଏ ଦ୍ବାରରୁ ଅନ୍ୟ ଗୋଟିଏ ଦ୍ବାର ପର୍ୟ୍ଯନ୍ତ 100 ହାତ ଥିଲା।