ଆଦି ପୁସ୍ତକ 10:6 in Oriya

ଓଡିଆ ଓଡିଆ ବାଇବେଲ ଆଦି ପୁସ୍ତକ ଆଦି ପୁସ୍ତକ 10 ଆଦି ପୁସ୍ତକ 10:6

Genesis 10:6
ହାମର ସନ୍ତାନଗଣ ଥିଲେ। କୂଶ୍, ମିଶର, ପୂଟ୍ ଓ କିଣାନ।

Genesis 10:5Genesis 10Genesis 10:7

Genesis 10:6 in Other Translations

King James Version (KJV)
And the sons of Ham; Cush, and Mizraim, and Phut, and Canaan.

American Standard Version (ASV)
And the sons of Ham: Cush, and Mizraim, and Put, and Canaan.

Bible in Basic English (BBE)
And the sons of Ham: Cush and Mizraim and Put and Canaan.

Darby English Bible (DBY)
And the sons of Ham: Cush, and Mizraim, and Phut, and Canaan.

Webster's Bible (WBT)
And the sons of Ham; Cush, and Mizraim, and Phut, and Canaan.

World English Bible (WEB)
The sons of Ham: Cush, Mizraim, Put, and Canaan.

Young's Literal Translation (YLT)
And sons of Ham `are' Cush, and Mitzraim, and Phut, and Canaan.

And
the
sons
וּבְנֵ֖יûbĕnêoo-veh-NAY
of
Ham;
חָ֑םḥāmhahm
Cush,
כּ֥וּשׁkûškoosh
Mizraim,
and
וּמִצְרַ֖יִםûmiṣrayimoo-meets-RA-yeem
and
Phut,
וּפ֥וּטûpûṭoo-FOOT
and
Canaan.
וּכְנָֽעַן׃ûkĕnāʿanoo-heh-NA-an

Cross Reference

ଆଦି ପୁସ୍ତକ 9:22
କିଣାନର ପିତା ହାମ ଆପଣା ପିତାଙ୍କର ଉଲଗ୍ନତା ଦେଖି ବାହା ରେ ଆପଣା ଦୁଇଭାଇଙ୍କୁ ସମାଚ଼ାର ଦେଲେ।

ଯିରିମିୟ 46:9
ହେ ଅଶ୍ବାରୋହୀଗଣ, ଅଗ୍ରସର ହୁଅ। ହେ ରଥା ରୋହୀଗଣ ଦ୍ରୁତଗତି ରେ ରଥ ଚାଳନା କର, ହେ ବୀରଗଣ, ଆଗଇେ ଚାଲ। ତୁମ୍ଭମାନଙ୍କର ଢ଼ାଲ ଧର। କୁଶ୍, ପୁଟରୁ ଓ ଲୁଦୀଯରୁ ଆସିଥିବା ଢ଼ାଲବହକଗଣ, ତୁମ୍ଭମାନେେ ଧନୁ ରେ ଭଲଭାବରେ ଗୁଣ ଦିଅ।

ଯିଶାଇୟ 11:11
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।

ଗୀତସଂହିତା 106:22
ପରମେଶ୍ବର ହାମାେସ ଦେଶରେ ଆଶ୍ଚର୍ୟ୍ଯ କ୍ରିଯାମାନ କଲେ। ପରମେଶ୍ବର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ୟ୍ଯସାଧନ କରିଥିଲେ।

ଗୀତସଂହିତା 105:27
ପରମେଶ୍ବର ମାଶାେ ଓ ହାରୋଣଙ୍କ ଦ୍ବାରା ହାମ ଦେଶରେ ବହୁ ଅଦ୍ଦ୍ଭୁତ କାର୍ୟ୍ଯମାନ କରାଇଲେ।

ଗୀତସଂହିତା 105:23
ଏହାପରେ ଇଶ୍ରାୟେଲ ମିଶରକୁ ଆସିଲା। କିନ୍ତୁ ୟାକୁବ ହାମ ଦେଶରେ ବାସ କଲା।

ଗୀତସଂହିତା 78:51
ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ଯା କଲେ। ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ।

ପ୍ରଥମ ବଂଶାବଳୀ 4:40
ସମାନେେ ସଠାେରେ ପ୍ରଚୁର ଘାସ ରେ ଭରା ଅତ୍ଯୁତ୍ତମ ଚାରଣଭୂମି ପାଇଲେ। ସଠାେରେ ସମାନେେ ଅନକେ ଉତ୍ତମସ୍ଥାନ ମଧ୍ଯ ପାଇଲେ। ସହେି ସ୍ଥାନ ଅତ୍ଯନ୍ତ ଶାନ୍ତିପୂର୍ଣ୍ଣ ଓ ସୁଖପ୍ରଦ ଥିଲା। ଅତୀତ ରେ ହାମ୍ଙ୍କ ବଂଶଧରମାନେ ସଠାେରେ ବାସ କରୁଥିଲେ।

ପ୍ରଥମ ବଂଶାବଳୀ 1:8
ହାମର ସନ୍ତାନମାନେ ଥିଲେ : କୂଶ୍ (ଇଥିଓପିଆ) ଓ ମିଶର, ପୁଟ୍ ଓ କିଣାନ।

ଯିହିଜିକଲ 27:10
ପାରସ୍ଯ, ଲୁଦ ଓ ପୁଟ ଦେଶୀଯ ଲୋକମାନେ ତୁମ୍ଭ ସୈନ୍ଯବାହିନୀର ଯୋଦ୍ଧା ଥିଲେ। ସମାନେେ ତୁମ୍ଭ ମଧିଅରେ ସମାନଙ୍କେର ଢ଼ାଲ ଓ ଟୋପର ଟଙ୍ଗାଇ ରଖିଲେ। ପୁଣି ସମାନେେ ତୁମ୍ଭ ନଗରୀର ସମ୍ମାନ ଓ ଗୌରବ ଆଣିଲେ।