ଏବ୍ରୀମାନଙ୍କ ନିକଟକୁ ପତ୍ର 13:25 in Oriya

ଓଡିଆ ଓଡିଆ ବାଇବେଲ ଏବ୍ରୀମାନଙ୍କ ନିକଟକୁ ପତ୍ର ଏବ୍ରୀମାନଙ୍କ ନିକଟକୁ ପତ୍ର 13 ଏବ୍ରୀମାନଙ୍କ ନିକଟକୁ ପତ୍ର 13:25

Hebrews 13:25
ପରମେଶ୍ବରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।

Hebrews 13:24Hebrews 13

Hebrews 13:25 in Other Translations

King James Version (KJV)
Grace be with you all. Amen.

American Standard Version (ASV)
Grace be with you all. Amen.

Bible in Basic English (BBE)
May grace be with you all.

Darby English Bible (DBY)
Grace [be] with you all. Amen.

World English Bible (WEB)
Grace be with you all. Amen.

Young's Literal Translation (YLT)
the grace `is' with you all! Amen.


ay
Grace
χάριςcharisHA-rees
be
with
μετὰmetamay-TA
you
πάντωνpantōnPAHN-tone
all.
ὑμῶνhymōnyoo-MONE
Amen.
ἀμήνamēnah-MANE

Cross Reference

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:18
ମୁଁ ପାଉଲ, ନିଜ ହସ୍ତାକ୍ଷର ରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମାରେ ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ବରଙ୍କର ଅନୁଗ୍ରହ ରହୁ। ଆମେନ୍।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:7
ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:20
ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:23
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:24
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଶଷେ ପ୍ ରମେ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ହେଉ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:22
ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:15
ମାେ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ବାସ ରେ ଆମ୍ଭକୁ ଭଲ ପାଆନ୍ତି, ସମାନଙ୍କେୁ ନମସ୍କାର ଜଣାଇବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:21
ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।