ଯୋହନଲିଖିତ ସୁସମାଚାର 10:6 in Oriya

ଓଡିଆ ଓଡିଆ ବାଇବେଲ ଯୋହନଲିଖିତ ସୁସମାଚାର ଯୋହନଲିଖିତ ସୁସମାଚାର 10 ଯୋହନଲିଖିତ ସୁସମାଚାର 10:6

John 10:6
ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝିପାରିଲେ ନାହିଁ।

John 10:5John 10John 10:7

John 10:6 in Other Translations

King James Version (KJV)
This parable spake Jesus unto them: but they understood not what things they were which he spake unto them.

American Standard Version (ASV)
This parable spake Jesus unto them: but they understood not what things they were which he spake unto them.

Bible in Basic English (BBE)
In this Jesus was teaching them in the form of a story: but what he said was not clear to them.

Darby English Bible (DBY)
This allegory spoke Jesus to them, but they did not know what it was [of] which he spoke to them.

World English Bible (WEB)
Jesus spoke this parable to them, but they didn't understand what he was telling them.

Young's Literal Translation (YLT)
This similitude spake Jesus to them, and they knew not what the things were that he was speaking to them;

This
ΤαύτηνtautēnTAF-tane

τὴνtēntane
parable
παροιμίανparoimianpa-roo-MEE-an
spake
εἶπενeipenEE-pane

αὐτοῖςautoisaf-TOOS
Jesus
hooh
unto
them:
Ἰησοῦςiēsousee-ay-SOOS
but
ἐκεῖνοιekeinoiake-EE-noo
they
δὲdethay
understood
οὐκoukook
not
ἔγνωσανegnōsanA-gnoh-sahn
what
things
τίναtinaTEE-na
they
were
ἦνēnane
which
haa
he
spake
ἐλάλειelaleiay-LA-lee
unto
them.
αὐτοῖςautoisaf-TOOS

Cross Reference

ଯୋହନଲିଖିତ ସୁସମାଚାର 16:25
ମୁଁ ତୁମ୍ଭକୁ ସାଙ୍କତେିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତବେେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟ ରେ ସରଳ ଭାଷା ରେ କହିବି।

ମାଥିଉଲିଖିତ ସୁସମାଚାର 13:51
ଯୀଶୁ ନିଜ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?

ମାଥିଉଲିଖିତ ସୁସମାଚାର 13:13
ସଇେଥିପାଇଁ ମୁଁ ସମାନଙ୍କେୁ କାହାଣୀ ମାଧ୍ଯମ ରେ ଉପଦେଶ ଦେଉଛି। କାରଣ ସମାନେେ ଚେଷ୍ଟା କଲେ ମଧ୍ଯ ପ୍ରକୃତ ରେ କିଛି ବୁଝିପାରନ୍ତି ନାହିଁ।

ଦାନିଏଲ 12:10
ଅନକେ ଲୋକ ନିଜକୁ ସ୍ବଚ୍ଛ ଓ ନିର୍ମଳମଯ ମନ କରିବେ। ମାତ୍ର ଦୁଷ୍ଟମାନଙ୍କର ଦୁଷ୍ଟାଚରଣ ବଢି ବଢି ଗ୍ଭଲିବ। ଦୁଷ୍ଟମାନଙ୍କ ମଧ୍ଯରୁ କହେି ହୃଦ୍ବୋଧ କରିବେ ନହିଁ। ମାତ୍ର ଜ୍ଞାନୀ ଲୋକମାନେ ଏସବୁ ବୁଝିବେ।

ଯିଶାଇୟ 56:11
ସମାନେେ ପଟେୁ କୁକୁର ସଦୃଶ ତବେେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ଯ ସମାନେେ ବିଚାରଶୂନ୍ଯ ମଷେପାଳକ। ସମାନେେ ଚାରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟା ରେ ଆପଣା ଆପଣା ବାଟ ଆଡ଼େ ଫରେିଅଛନ୍ତି।

ଯିଶାଇୟ 6:9
ତା'ପ ରେ ସଦାପ୍ରଭୁ କହିଲେ, ୟାଅ ଏବଂ ଏହି ବାର୍ତ୍ତା ଲୋକମାନଙ୍କୁ ଜଣାଅ, ଯଦିଓ ତୁମ୍ଭମାନେେ ଶୁଣୁଛ, କିନ୍ତୁ ତୁମ୍ଭମାନେେ କିଛି ବୁଝୁ ନାହଁ। ଯଦିଓ ଦେଖୁଛ, କିଛି ଶିଖୁ ନାହଁ।'

ହିତୋପଦେଶ 28:5
ମନ୍ଦ ଲୋକମାନେ ନ୍ଯାଯ ବୁଝନ୍ତି ନାହିଁ। ମାତ୍ର ସଦାପ୍ରଭୁଙ୍କ ଅନ୍ବଷେଣକାରୀମାନେ ଏହି ବିଷଯକୁ ଭଲ ରେ ବୁଝନ୍ତି।

ଗୀତସଂହିତା 106:7
ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ୟ୍ଯ କ୍ରିଯାମାନ ଦଖାଇେଥିଲା ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାଁନ୍ତି। ତୁମ୍ଭର ବହୁତ ଦୟାର କାମକୁ ସମାନେେ ମନେ ରଖିଲେ ନାହିଁ। ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।

ଗୀତସଂହିତା 82:5
ୟାହାସବୁ ଘଟୁଛି ସମାନେେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସମାନେେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସମାନଙ୍କେର ପୃଥିବୀ ସମାନଙ୍କେର ଚତୁଃପାଶର୍‌ବରେ ତଳକୁ ପଡ଼ୁଛି।

ଯୋହନଙ୍କ ପ୍ରଥମ ପତ୍ର 5:20
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:14
ଯେଉଁଲୋକ ଆଧ୍ଯାତ୍ମିକ ନୁହେଁ, ସେ ପରମେଶ୍ବରଙ୍କ ଆତ୍ମିକ ସତ୍ଯଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ଯଗୁଡ଼ିକୁ ବୁଝିପା ରେ ନାହିଁ, କାରଣ ସଗେୁଡ଼ିକୁ କବଳେ ଆଧ୍ଯାତ୍ମିକ ଭାବରେ ବିଚାର କରି ହବେ।

ଯୋହନଲିଖିତ ସୁସମାଚାର 8:43
ମୁଁ ଯାହା ସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁନାହଁ। ଏହାର କାରଣ ହେଲା ତୁମ୍ଭେ ମାେ ଉପଦେଶ ଗ୍ରହଣ କରି ପାରୁ ନାହଁ।

ଯୋହନଲିଖିତ ସୁସମାଚାର 8:27
ଯୀଶୁ କାହା ବିଷୟ ରେ କହୁଥିଲେ, ଏକଥା ଲୋକମାନେ ବୁଝି ନଥିଲେ। ଯୀଶୁ ପରମପିତାଙ୍କ ବିଷୟ ରେ କହୁଥିଲେ।

ଯୋହନଲିଖିତ ସୁସମାଚାର 7:36
ଏହି ଲୋକ କହୁଛି, 'ତୁମ୍ଭେ ମାେତେ ଖାଜେିବ, କିନ୍ତୁ ପାଇବ ନାହିଁ। ସେ ପୁଣି କହୁଛି, 'ମୁଁ ଯେଉଁଠି ରହିବି, ତୁମ୍ଭେ ଆସି ପାରିବ ନାହିଁ।' ଏହାର ଅର୍ଥ କ'ଣ?

ଯୋହନଲିଖିତ ସୁସମାଚାର 6:60
ଯୀଶୁଙ୍କର ଶିଷ୍ଯମାନେ ଏହି ସବୁ କଥା ଶୁଣିଲେ। ସମାନଙ୍କେ ଭିତରୁ ଅନକେ କହିଲେ, ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରିପାରିବ?

ଯୋହନଲିଖିତ ସୁସମାଚାର 6:52
ତା'ପରେ ଯିହୂଦୀମାନେ ପରସ୍ପର ଭିତ ରେ ୟୁକ୍ତିତର୍କ କରିବାକୁ ଲାଗିଲେ। ସମାନେେ କହିଲେ, ଏ ଲୋକ କିପରି ଆମ୍ଭମାନଙ୍କୁ ତା'ର ଶରୀର ଖାଇବା ପାଇଁ ଦଇେ ପାରିବ?