Index
Full Screen ?
 

ଲୂକଲିଖିତ ସୁସମାଚାର 10:18

லூக்கா 10:18 ଓଡିଆ ବାଇବେଲ ଲୂକଲିଖିତ ସୁସମାଚାର ଲୂକଲିଖିତ ସୁସମାଚାର 10

ଲୂକଲିଖିତ ସୁସମାଚାର 10:18
ଏହା ଶୁଣି ଯୀଶୁ ସମାନଙ୍କେୁ କହିଲେ, ମୁଁ ଶୟତାନକୁ ଆକାଶରୁ ବିଜୁଳି ଭଳି ଖସିଥିବାର ଦେଖିଛି।

And
εἶπενeipenEE-pane
he
said
δὲdethay
unto
them,
αὐτοῖςautoisaf-TOOS
I
beheld
Ἐθεώρουνetheōrounay-thay-OH-roon

τὸνtontone
Satan
Σατανᾶνsatanansa-ta-NAHN
as
ὡςhōsose
lightning
ἀστραπὴνastrapēnah-stra-PANE
fall
ἐκekake
from
τοῦtoutoo

οὐρανοῦouranouoo-ra-NOO
heaven.
πεσόνταpesontapay-SONE-ta

Cross Reference

ଯିଶାଇୟ 14:12
ତୁମ୍ଭେ ପ୍ରଭାତୀ ତାରା ସଦୃଶ ଥିଲ। ବର୍ତ୍ତମାନ ତୁମ୍ଭର ପତନ ଘଟିଛି। ଅତୀତ ରେ ସମସ୍ତ ଗୋଷ୍ଠୀ ତୁମ୍ଭ ନିକଟରେ ନତ ହେଉଥିଲେ। କିନ୍ତୁ ବର୍ତ୍ତମାନ ତୁମ୍ଭକୁ ଛଦନେ କରାୟାଇଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:1
ଏହାପରେ ପଞ୍ଚମ ଦୂତ ତୂରୀ ବଜାଇଲେ। ସେତବେେଳେ ମୁଁ ଆକାଶରୁ ଗୋଟିଏ ତାରା ପୃଥିବୀ ଉପରେ ପଡ଼ିବାର ଦେଖିଲି। ସହେି ତାରାକୁ ପାତାଳ ଅତଳ ଗହ୍ବର ରେ ପ୍ରବେଶ ଦ୍ବାରର ଚାବି ଦିଆଗଲା।

ମାଥିଉଲିଖିତ ସୁସମାଚାର 4:10
ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:

ଯୋହନଲିଖିତ ସୁସମାଚାର 12:31
ବର୍ତ୍ତମାନ ଜଗତର ବିଚାରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡିତ ହବୋର ଏହା ହେଉଛି ସମୟ।

ଯୋହନଲିଖିତ ସୁସମାଚାର 16:11
ସହେି ସାହାୟ୍ଯକାରୀ ବିଚାରର ସତ୍ଯତା ବିଷୟ ରେ ଜଗତକୁ ପ୍ରମାଣ ଦବେେ, କାରଣ ଏହି ଜଗତର ଶାସକର ବିଚାର ହାଇେ ସାରିଲଣେି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:7
ଏହିପରି ସମୟରେ ସ୍ବର୍ଗ ରେ ୟୁଦ୍ଧ ହେଲା। ମୀଖାଯଲେ ଓ ତାହାଙ୍କର ଦୂତଗଣ ସହେି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିୟୁଦ୍ଧ କଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:2
ସ୍ବର୍ଗଦୂତ ସହେି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସହେି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ୟ୍ଯନ୍ତ ଶିକୁଳି ରେ ବାନ୍ଧି ଦେଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 2:14
ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।

ଯୋହନଙ୍କ ପ୍ରଥମ ପତ୍ର 3:8
ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।

Chords Index for Keyboard Guitar