English
ମାଥିଉଲିଖିତ ସୁସମାଚାର 21:19 ଚିତ୍ର
ରାସ୍ତା କଡ଼ ରେ ସେ ଗୋଟିଏ ଡ଼ିମ୍ବିରି ଗଛ ଦେଖିଲେ। ସେ ଗଛ ପାଖକୁ ଗଲେ। ଗଛ ରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, ଆଉ ଏଣିକି ତୋ ଠା ରେ ଫଳ ଆସିବ ନାହିଁ। ସଙ୍ଗେ ସଙ୍ଗେ ଡ଼ିମ୍ବିରି ଗଛଟି ଶୁଖି ମରିଗଲା।