English
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:7 ଚିତ୍ର
ପ୍ରଥମ ସ୍ବର୍ଗଦୂତ ତାହାଙ୍କ ତୂରୀ ବଜାଇଲେ। ଏହା ଦ୍ବାରା ପୃଥିବୀ ଉପରେ ରକ୍ତ ମିଶ୍ରିତ ଅଗ୍ନି ଓ ଶିଳା ବୃଷ୍ଟି ହେଲା। ଏହି କାରଣରୁ ପୃଥିବୀର ଏକ ତୃତୀଯାଂଶ ରେ ନିଆଁ ଲାଗି ଏକ ତୃତୀଯାଂଶ ବୃକ୍ଷ ଓ ସବୁଜ ଘାସସବୁ ପୋଡ଼ିଗଲା।
⇦ ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:6 ଚିତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:8 ଚିତ୍ର ⇨