ମାଥିଉଲିଖିତ ସୁସମାଚାର 1:18
ଯୀଶୁଖ୍ରୀଷ୍ଟଙ୍କ ମାଆ ଥିଲେ ମରିୟମ। ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହାଇେଥିଲା। ମରିୟମଙ୍କର ଯୋଷଫଙ୍କେ ସହିତ ବିବାହ ସ୍ଥିର ହାଇେଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡିଲା ଯେ, ମରିୟମ ପବିତ୍ର ଆତ୍ମାଙ୍କ ଶକ୍ତି ବଳ ରେ ଗର୍ଭବତୀ ହାଇେଛନ୍ତି।
ମାଥିଉଲିଖିତ ସୁସମାଚାର 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
ମାଥିଉଲିଖିତ ସୁସମାଚାର 24:19
ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳ ରେ ଶିଶୁଟିଏ ଥିବ ସମାନେେ ଏହି ସମୟରେ ବହୁତ କଷ୍ଟ ଭୋଗିବେ।
ମାର୍କଲିଖିତ ସୁସମାଚାର 13:17
ସହେି ସମୟ ଗର୍ଭବତୀ ମହିଳା ଓ କୋଳ ରେ େଛାଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହବେ।
ଲୂକଲିଖିତ ସୁସମାଚାର 1:31
ଶୁଣ, ତୁମ୍ଭେ ଗର୍ଭଗତୀ ହବେ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।
ଲୂକଲିଖିତ ସୁସମାଚାର 21:23
ଗର୍ଭବତୀ ସ୍ତ୍ରୀ ଓ କୋଳ ରେ େଛାଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସହେି ଦିନଗୁଡିକ ଅତ୍ଯନ୍ତ ଭୟାନକ ହବେ। କାରଣ ସହେି ଦିନମାନଙ୍କ ରେ ଏହି ଦେଶ ଉପରକୁ ବହୁତ ବିପଦ ମାଡି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ବର କୋରଧ କରିବେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:3
ଲୋକେ କହିବେ : ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ। ସହେି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବଦନୋ ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସମାନେେ ରକ୍ଷା ପାଇପାରିବେ ନାହିଁ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:12
ତାହାଙ୍କ ନିଜ ଲୋକମାନଙ୍କ ମଧ୍ଯରୁ ଜଣେ, ୟିଏ କି ଭବିଷ୍ଯଦ୍ ବକ୍ତା, କହିଛନ୍ତି : କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସମାନେେ ଦୁଷ୍ଟ ପଶୁ ଓ ଅଳସୁଆ। ସମାନେେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:2
ସହେି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବଦନୋ ରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହାଇଯୋଇଥିଲା।
Occurences : 9
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்