No lexicon data found for Strong's number: 1106

ରେରିତମାନଙ୍କ କାର୍ଯ୍ୟର ବିବରଣ 20:3
ସଠାେରେ ସେ ତିନିମାସ ପର୍ୟ୍ଯନ୍ତ ରହିଲେ। ସଠାରୁେ ସୁରିଆକୁ ଜଳଯାତ୍ରା କରିବାପାଇଁ ଚାହିଁଲେ। କିନ୍ତୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କରିବାରୁ ସେ ମାକିଦନୀଆକୁ ଫରେି ୟିବାପାଇଁ ସ୍ଥିର କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:10
ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ମୁଁ ନିବଦନେ କରେ ଯେ, ତୁମ୍ଭମାନେେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ବାରା ତୁମ୍ଭମାନଙ୍କ ଭିତ ରେ କୌଣସି ବିଭାଜନ ହବେ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ଯ ସମାନ ହବୋ ଦ୍ବାରା ତୁମ୍ଭମାନେେ ସଂପୂର୍ଣ୍ଣ ସଂୟୁକ୍ତ ହୁଅ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:25
ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟ ରେ କହୁଛି। ଏ ବିଷୟ ରେ ପ୍ରଭୁଙ୍କଠାରୁ ମାେତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମାେ ପ୍ରତି ଦୟା ଦଖାଇେ ଥିବାରୁ ଓ ମୁଁ ବିଶ୍ବାସଭାଜନ ହାଇେ ଥିବାରୁ, ମୁଁ ମାରେ ମତାମତ ଦେଉଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:40
ଏକ ସ୍ତ୍ରୀ ଯଦି ପୁନଃ ବିବାହ ନ କରେ, ତା' ହେଲେ ସେ ଅଧିକ ସୁଖୀ ରହିବ। ଏହା ହେଉଛି ମାରେ ମତ। ମୁଁ ବିଶ୍ବାସ କରେ ଯେ ମାେ ପାଖ ରେ ମଧ୍ଯ ପରମେଶ୍ବରଙ୍କ ଆତ୍ମା ଅଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:10
ଏହି ବିଷୟ ରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ ରେଷ୍ଠ। ଗତ ବର୍ଷ ତୁମ୍ଭମାନେେ ପ୍ରଥମେ ଦାନ ଦବୋପାଇଁ ଇଚ୍ଛା କରିଥିଲ ଓ ପ୍ରକୃତ ରେ ପ୍ରଥମେ ଦାନ ମଧ୍ଯ ଦଇେଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭମାନେେ ଆରମ୍ଭ କରିଥିଲ ତାହାକୁ ଶଷେ କର।

ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:14
କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:13
ଏହି ଦଶଜଣ ରାଜାଙ୍କର ଉଦ୍ଦେଶ୍ଯ ସମାନ। ସମାନେେ ସମାନଙ୍କେର କ୍ଷମତା ଓ ଅଧିକାର ସହେି ପଶୁକୁ ଦବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:17
ସମାନେେ ତାହାଙ୍କର ଶାସନ କ୍ଷମତା ସହେି ପଶୁକୁ ଦବୋ ପାଇଁ ଯେପରି ରାଜି ହୁଅନ୍ତି, ଏଥିନିମନ୍ତେ ପରମେଶ୍ବର ସମାନଙ୍କେ ମନ ରେ ଏକ ଇଚ୍ଛା ଦବେେ। ଏହାଦ୍ବାରା ପରମେଶ୍ବର କହିଥିବା ବାକ୍ଯ ସଫଳ ହବୋ ପର୍ୟ୍ଯନ୍ତ ସମାନେେ ଶାସନ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:17
ସମାନେେ ତାହାଙ୍କର ଶାସନ କ୍ଷମତା ସହେି ପଶୁକୁ ଦବୋ ପାଇଁ ଯେପରି ରାଜି ହୁଅନ୍ତି, ଏଥିନିମନ୍ତେ ପରମେଶ୍ବର ସମାନଙ୍କେ ମନ ରେ ଏକ ଇଚ୍ଛା ଦବେେ। ଏହାଦ୍ବାରା ପରମେଶ୍ବର କହିଥିବା ବାକ୍ଯ ସଫଳ ହବୋ ପର୍ୟ୍ଯନ୍ତ ସମାନେେ ଶାସନ କରିବେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்