No lexicon data found for Strong's number: 12

ଲୂକଲିଖିତ ସୁସମାଚାର 8:31
ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସମାନଙ୍କେୁ ଅନନ୍ତ ନର୍କକୁ ପଠାଇ ନ ଦିଅନ୍ତୁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:7
ଓ ଏପରି କୁହ ନାହିଁ ଯେ, 'ପାତାଳକୁ କିଏ ୟିବ?' (ଅର୍ଥାତ୍ ମୃତମାନଙ୍କ ଭିତରୁ ଖ୍ରୀଷ୍ଟଙ୍କୁ ଉପରକୁ କିଏ ଆଣିବ?)

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:1
ଏହାପରେ ପଞ୍ଚମ ଦୂତ ତୂରୀ ବଜାଇଲେ। ସେତବେେଳେ ମୁଁ ଆକାଶରୁ ଗୋଟିଏ ତାରା ପୃଥିବୀ ଉପରେ ପଡ଼ିବାର ଦେଖିଲି। ସହେି ତାରାକୁ ପାତାଳ ଅତଳ ଗହ୍ବର ରେ ପ୍ରବେଶ ଦ୍ବାରର ଚାବି ଦିଆଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:2
ସହେି ତାରା ପାତାଳର ପ୍ରବେଶ ଦ୍ବାର ଖାଲିେଲା କ୍ଷଣି ପ୍ରକାଣ୍ଡ ଭାଟିରୁ ଧୂଆଁ ଉଠିଲାଭଳି ସହେି ଅତଳଗର୍ଭ ଭିତରୁ ଧୂଆଁ ଉଠିଲା। ସହେି ଧୂଆଁ ଦ୍ବାରା ସୂର୍ୟ୍ଯ ଓ ଆକାଶ ଅନ୍ଧକାରମୟ ହାଇଗେଲା ଓ

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:11
ପାତାଳସ୍ଥ ସହେି ଅତଳ ଗହ୍ବରର ଦୂତ ପଙ୍ଗପାଳମାନଙ୍କର ରାଜା ଥିଲେ। ତାହାଙ୍କର ନାମ ଏବ୍ରୀ ଭାଷା ରେ 'ଅବଦ୍ଦୋନ୍' ଓ ଗ୍ରୀକ୍ ଭାଷା ରେ 'ଅପଲିଯୋନ' (ବିନାଶକ) ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:7
ସମାନଙ୍କେର ସାକ୍ଷ୍ଯ ଦବୋ ସମୟ ସରିୟିବା ପରେ ସହେି ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ସେ ସମାନଙ୍କେୁ ପରାସ୍ତ କରି ହତ୍ଯା କରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:8
ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ବରରୁ ଉଠି ଆସି ଧ୍ବଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲଖାେ ହାଇନୋହିଁ, ସହେି ଲୋକମାନେ ତାହାକୁ ଦେଖି ଆଶ୍ଚର୍ୟ୍ଯ ହବେେ, କାରଣ ସେ ଅତୀତ ରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:1
ତା'ପରେ ମୁଁ ସ୍ବର୍ଗରୁ ଜଣେ ସ୍ବର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖ ରେ ପାତାଳର ଅତଳ ଗହ୍ବରର ଗ୍ଭବି ଥିଲା। ତାହାଙ୍କ ହାତ ରେ ଗୋଟିଏ ବଡ଼ ଶିକୁଳି ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:3
ସେ ତାହାକୁ ଗଭୀରତମ ଗହ୍ବର ରେ ଫୋପାଡ଼ି ଦେଲେ ଓ ତାହାକୁ ବନ୍ଦ କରି ଦେଲେ। ଦୂତ ସହେି ଗହ୍ବରକୁ ବନ୍ଦ କରି ମୁଦ୍ରା ବସାଇଲେ, ଯେପରି ସେ ହଜାରବର୍ଷ ପୂର୍ଣ୍ଣ ହବୋପର୍ୟ୍ଯନ୍ତ ଲୋକମାନଙ୍କୁ ଭ୍ରାନ୍ତ କରିପାରିବ ନାହିଁ। ଏକ ହଜାର ବର୍ଷ ପରେ ତାହାକୁ ଖୁବ୍ ଅଳ୍ପ ସମୟ ପାଇଁ ମୁକ୍ତ କରାୟିବ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்