No lexicon data found for Strong's number: 1294

ମାଥିଉଲିଖିତ ସୁସମାଚାର 17:17
ଯୀଶୁ କହିଲେ, ତୁମ୍ଭମାନଙ୍କର ବିଶ୍ବାସ ନାହିଁ। ତୁମ୍ଭମାନେେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତଦେିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ୟ୍ଯନ୍ତ ଲୋର ର୍ଧୈୟ୍ଯ ରହିବ? ସେ ପିଲାଟିକୁ ମାେ ପାଖକୁ ଆଣ।

ଲୂକଲିଖିତ ସୁସମାଚାର 9:41
ତା'ପରେ ଯୀଶୁ କହିଲେ, ତୁମ୍ଭମାନେେ ବିଶ୍ବାସ ବିହିନ ଜୀବନ ଯାପନ କରୁଛ ଓ କୁପଥଗାମୀ ହେଉଛ। ଆଉ କେତେ ଦିନ ପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କ ସହିତ ରହିଥିବି? ତା'ପରେ ଯୀଶୁ ଲୋକଟିକୁ କହିଲେ, ତୁମ୍ଭ ପୁଅକୁ ଏଠାକୁ ଆଣ।

ଲୂକଲିଖିତ ସୁସମାଚାର 23:2
ସମାନେେ ଯୀଶୁଙ୍କୁ ଦୋଷ ଦବୋକୁ ଲାଗିଲେ। ସମାନେେ ପୀଲାତଙ୍କୁ କହିଲେ, ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭମାନେେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦବୋ ଉଚିତ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:8
ମାତ୍ର ଅଲ୍ଲୀମା ଏହା ବର୍ୟୀଶୁର ଗ୍ରୀକ୍ ନାମ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ବାଧା ହେଲା। ଅଲ୍ଲୀମା ରାଜ୍ଯପାଳଙ୍କୁ ଯୀଶୁଙ୍କ ବିଶ୍ବାସ ପଥରୁ ଦୂ ରଇେ ଦବୋପାଇଁ ଚେ଼ଷ୍ଟାକଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:10
ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ୟ୍ଯ ଓ ମିଥ୍ଯା ରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ଯକୁ ମିଥ୍ଯା ରେ ପରିଣତ କରିବାକୁ ଚେ଼ଷ୍ଟା କରିଥାଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:30
ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ଯ କେତଜେଣ ଲୋକ ବାହାରିବେ ଓ ଭୁଲ କଥା ଉପଦେଶ ଦଇେ ଶିଷ୍ଯମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:15
ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்