No lexicon data found for Strong's number: 1458

ରେରିତମାନଙ୍କ କାର୍ଯ୍ୟର ବିବରଣ 19:38
ସେ କହିଲେ, ଆମ୍ଭର ବିଚ଼ାରାଳୟ ଅଛି ଓ ବିଚ଼ାରକମାନେ ମଧ୍ଯ ଅଛନ୍ତି। ଯଦି କାହାରି ବିରୁଦ୍ଧ ରେ ଦୀମୀତ୍ରିୟ ବା ତା'ର କାରିଗରମାନଙ୍କର କୌଣସି ଅଭିଯୋଗ ଥାଏ, ସମାନେେ ସଠାେକୁ ଯାଇ ପରସ୍ପର ବିରୁଦ୍ଧ ରେ ଅଭି ଯୋଗ ଆଣି ପାରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:40
ଆଜିର ଜନ ସଭା ରେ ଆନ୍ ଦୋଳନ ସକାେଶ ଆମ୍ଭେ ଦୋଷୀ ହାଇପୋରୁ, ଯେ ହତେୁ ଆମ୍ଭପାଖ ରେ ଏହାର କୌଣସି ଯଥାର୍ଥ କାରଣ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:28
ମୁଁ ଏହି ଲୋକକୁ ସମାନଙ୍କେର ମହାସଭାକୁ ନଇେ ତାହା ବିରୁଦ୍ଧ ରେ ଥିବା ଅଭିଯୋଗ ଜାଣିବାକୁ ଚ଼ାହୁଁଥିଲି।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:29
ତା'ପରେ ମୁଁ ଜାଣିବାକୁ ପାଇଲି ଯେ, ସେ ସମାନଙ୍କେ ବ୍ଯବସ୍ଥା ସମ୍ବନ୍ଧୀୟ ବିଷୟଗୁଡ଼ିକରେ ଅଭିୟୁକ୍ତ ହାଇେଛି। କିନ୍ତୁ ସେ କାରାଦଣ୍ଡ ବା ପ୍ରାଣଦଣ୍ଡ ପାଇବାର କୌଣସି ଦୋଷ କରି ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:2
ହେ ରାଜା ଆଗ୍ରିପ୍ପା, ମୁଁ ନିଜକୁ ଭାଗ୍ଯବାନ ମନେ କରୁଛି, କାରଣ ମୁଁ ଆଜି ଆପଣଙ୍କ ସମ୍ମୁଖ ରେ ୟିହୁଦୀମାନଙ୍କ ଦ୍ବାରା ଅଭିଯୋଗ ବିରୁଦ୍ଧ ରେ ମାେ ପକ୍ଷ ରେ ଉତ୍ତର ଦବୋ ପାଇଁ ସମର୍ଥ ହାଇପୋରିଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:7
ଯେଉଁ ପ୍ରତିଜ୍ଞାକୁ ଇଶ୍ରାୟେଲର ବାରୋଟି ଗୋଷ୍ଠୀ ମଧ୍ଯ ଗ୍ରହଣ କରିବାକୁ ଆଶା କରନ୍ତି, ଓ ଏହାରି ଉପରେ ନିର୍ଭର କରି ଦିନରାତି ପରମେଶ୍ବରଙ୍କୁ ପୂଜା କରନ୍ତି, ମୁଁ ମଧ୍ଯ ସହେି ପ୍ରତିଜ୍ଞା ଗ୍ରହଣ କରିବା ପାଇଁ ଆଶା କରିଛି। ହେ ରାଜା! ସହେି ପ୍ରତିଜ୍ଞା ଉପରେ ମାରେ ଆଶା ଓ ବିଶ୍ବାସ ଥିବାରୁ ଯିହୂଦୀମାନେ ମାେ ବିରୁଦ୍ଧ ରେ ଅଭିଯୋଗ କରୁଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:33
ପରମେଶ୍ବର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିୟୁକ୍ତ କରି ପାରିବ? କହେି ନୁହେଁ! ପରମେଶ୍ବର ହିଁ ସହେି ଲୋକମାନଙ୍କୁ ଧାର୍ମିକ କରନ୍ତି।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்