No lexicon data found for Strong's number: 1491

ଲୂକଲିଖିତ ସୁସମାଚାର 3:22
ପବିତ୍ର ଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦହେ ଧାରଣ କରିଥିଲେ। ଆକାଶବାଣୀ ହେଲା: ତୁମ୍ଭେ ମାରେ ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ଯନ୍ତ ସନ୍ତୁଷ୍ଟ।

ଲୂକଲିଖିତ ସୁସମାଚାର 9:29
ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେ ହରୋ ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହାଇଗେଲା।

ଯୋହନଲିଖିତ ସୁସମାଚାର 5:37
ପରମପିତା ମାେତେ ପଠାଇଛନ୍ତି ଓ ନିଜେ ମାେ ବିଷୟ ରେ ପ୍ରମାଣ ଦଇେଛନ୍ତି। କିନ୍ତୁ ତୁମ୍ଭେ କବେେ ତାହାଙ୍କର ସ୍ବର ଶୁଣିନାହଁ। ତାହାଙ୍କର କିପରି ରୂପ, ତାହା ମଧ୍ଯ ତୁମ୍ଭେ ଦେଖିନାହଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:7
ଆମ୍ଭେ ଯାହା ଦେଖୁ, ତା' ସାହାୟ୍ଯ ରେ ନୁହେଁ, ମାତ୍ର ବିଶ୍ବାସ ଦ୍ବାରା ପରିଚାଳିତ ହେଉ, ସେଥିପାଇଁ ମୁଁ କୁ ହେ ଯେ, ଆମ୍ଭମାନଙ୍କର ଆଶା ଅଛି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:22
ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்