No lexicon data found for Strong's number: 152

ଲୂକଲିଖିତ ସୁସମାଚାର 14:9
ତୁମ୍ଭେ ଯଦି ସବୁଠାରୁ ମୁଖ୍ଯ ଆସନ ରେ ବସିଥିବ, ତବେେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, 'ଏହି ଲୋକଙ୍କୁ ତୁମ୍ଭ ଆସନଟି ଦଇଦେିଅ।' ତା'ପରେ ତୁମ୍ଭେ ସଠାରୁେ ଉଠି ପଛ ରେ ଥିବା ଶଷେ ଆସନଟିକୁ ୟିବ। ସେତବେେଳେ ତୁମ୍ଭକୁ ବଡ ଅପମାନ ଲାଗିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:2
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:19
ସମାନେେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସମାନେେ ପରମେଶ୍ବରଙ୍କୁ ସବୋ କରିବା ପରିବର୍ତେ ନିଜକୁ ଖୁସି କରିବା ପାଇଁ ବଞ୍ଚିଛନ୍ତି। ସମାନେେ ଲଜ୍ଜାଜନକ କାର୍ୟ୍ଯ କରନ୍ତି ଓ ସଗେୁଡ଼ିକ ପାଇଁ ଗର୍ବ କରନ୍ତି ଓ ସମାନେେ କବଳେ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:2
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

ଯିହୂଦାଙ୍କ ପତ୍ର 1:13
ସମାନେେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫଣେ ସୃଷ୍ଟି କରେ। ତରଙ୍ଗ ଫଣେ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ୟ୍ଯ କରନ୍ତି। ଏହି ଲୋକମାନେ ଆକାଶ ରେ ଏଣତେଣେେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ଯ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:18
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମାଠାରୁେ ଅଗ୍ନି ରେ ଖାଣ୍ଟି ହାଇେଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତ ରେ ଧନୀ ହାଇଯେିବ। ମୁଁ ତୁମ୍ଭକୁ ଏହା କହୁଛି : ଧଳା ବସ୍ତ୍ର କିଣ। ତବେେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘାଡ଼ଇେେ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖି ରେ ଲଗାଇବା ପାଇଁ ମଧ୍ଯ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତ ରେ ଦେଖିପାରିବ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்