No lexicon data found for Strong's number: 1658

ମାଥିଉଲିଖିତ ସୁସମାଚାର 17:26
ପିତର ଉତ୍ତର ଦେଲେ, ରାଜାମାନେ ଅନ୍ୟମାନଙ୍କର ସନ୍ତାନ ସନ୍ତତିଙ୍କଠାରୁ କର ଆଦାୟ କରନ୍ତି। ଯୀଶୁ ତାହାଙ୍କୁ କହିଲେ, ତାର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦବୋକୁ ପଡ଼ନୋହିଁ।

ଯୋହନଲିଖିତ ସୁସମାଚାର 8:33
ଯିହୂଦୀମାନେ ଉତ୍ତର ଦେଲେ, ଆମ୍ଭମାନେେ ଅବ୍ରହାମଙ୍କ ବଂଶଧର। ଆମ୍ଭେ କବେେ ହେଲେ କ୍ରୀତଦାସ ହାଇେ ନାହୁଁ। ତେଣୁ ତୁମ୍ଭେ କାହିଁକି କହୁଛ ଯେ ଆମ୍ଭେ ମୁକ୍ତ ହବେୁ?

ଯୋହନଲିଖିତ ସୁସମାଚାର 8:36
ତେଣୁ ଯଦି ସହେି ପୁତ୍ର ତୁମ୍ଭକୁ ମୁକ୍ତି ଦିଅନ୍ତି, ତବେେ ତୁମ୍ଭେ ପ୍ରକୃତ ରେ ମୁକ୍ତି ପାଇବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:20
ଅତୀତ ରେ ତୁମ୍ଭମାନେେ ପାପର ଦାସ ଥିଲ ଓ ଯାହା ଉତ୍ତମ ତାହା ତୁମ୍ଭମାନଙ୍କୁ ନିୟନ୍ତ୍ରିତ କରି ନଥିଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:3
କିନ୍ତୁ ଯେତବେେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ଅବସ୍ଥା ରେ, ଆଉ ଜଣକୁ ବିବାହ କରେ, ବ୍ଯବସ୍ଥା କୁ ହେ ଯେ, ସେ ବ୍ଯଭିଚ଼ାର ଦୋଷ ରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ବାମୀ ମରି ଯାଏ, ତାହା ହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ଯବସ୍ଥାରୁ ମୁକ୍ତ ହାଇେ ଯାଏ। ଅତଏବ, ଯଦି ସହେି ସ୍ତ୍ରୀଲୋକ ସ୍ବାମୀର ମୃତ୍ଯୁ ପରେ ଆଉ ଜଣକୁ ବିବାହ କରେ, ସେ ବ୍ଯଭିଚ଼ାର ଦୋଷ ରେ ଆଉ ଦୋଷୀ ହୁଏ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:21
ଯଦି ପରମେଶ୍ବର ତୁମ୍ଭମାନଙ୍କୁ କ୍ରୀତଦାସ ଥିବା ଅବସ୍ଥା ରେ ଡ଼ାକିଛନ୍ତି, ସେଥିପାଇଁ ଦୁଃଖ କର ନାହିଁ। କିନ୍ତୁ ଯଦି ତୁମ୍ଭମାନେେ ସ୍ବାଧୀନ ହାଇପୋର, ତାହାହେଲେ ସହେି ସୁଯୋଗର ବ୍ଯବହାର କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:22
କାରଣ ଯେଉଁ ଲୋକକୁ ପ୍ରଭୁ ଆହ୍ବାନ କଲା ବେଳେ କ୍ରୀତଦାସ ଥିଲା, ଏବେ ସେ ପ୍ରଭୁଙ୍କଠା ରେ ସ୍ବାଧୀନ ଲୋକ। ସହେି ପ୍ରକାର ସ୍ବାଧୀନ ଲୋକ ଥିଲା ବେଳେ ପ୍ରଭୁ ଯାହାକୁ ଆହ୍ବାନ କଲେ, ସେ ଏବେ ପ୍ରଭୁଙ୍କର କ୍ରୀତଦାସ ଅଟେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:39
ଜଣେ ସ୍ବାମୀ ଜୀବିତ ଥିବା ପର୍ୟ୍ଯନ୍ତ ସେ ତା' ସହିତ ରହିବା ପାଇଁ ବାଧ୍ଯ। ସ୍ବାମୀ ମରିଗଲା ପରେ ସେ ଯେ କୌଣସି ଅନ୍ୟ ଲୋକ ସହିତ ବିବାହ କରିବା ପାଇଁ ସ୍ବାଧୀନ ଅଟେ। କିନ୍ତୁ ସେ ପ୍ରଭୁଙ୍କ ପ୍ରତି ସମ୍ପର୍ଣ୍ଣ ବିଶ୍ବସ୍ତ ହବୋ ଉଚିତ୍।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:1
ମୁଁ ଜଣେ ସ୍ବାଧୀନ ବ୍ଯକ୍ତି। ମୁଁ ଜଣେ ପ୍ ରରେିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମାେ କାର୍ୟ୍ଯର ଫଳ ସ୍ବରୂପ ତୁମ୍ଭମାନେେ ପରିବର୍ତ୍ତିତ ହାଇେଛ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:19
ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்