ମାଥିଉଲିଖିତ ସୁସମାଚାର 27:53
ଯୀଶୁଙ୍କ ମୃତ୍ଯୁରୁ ବଞ୍ଚି ଉଠିବା ପରେ ସମାନେେ ପବିତ୍ରନଗରକୁ ଯାଇ ଅନକେ ଲୋକଙ୍କୁ ଦଖାଦେେଲେ।
ଯୋହନଲିଖିତ ସୁସମାଚାର 14:21
ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।
ଯୋହନଲିଖିତ ସୁସମାଚାର 14:22
ତା'ପରେ ୟିହୂଦା (ଈଷ୍କରିଯୋଥ ନୁହଁନ୍ତି) ତାହାଙ୍କୁ ପଚାରିଲେ, କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠା ରେ ନିଜକୁ ଦଖାଇବୋ ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦଖାେଉ ନାହାଁନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:15
ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସନୋଧ୍ଯକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦବେ। ତୁମ୍ଭେ ସନୋଧ୍ଯକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଚ଼ାହଁ, କାରଣ ତୁମ୍ଭର ତାହାଙ୍କୁ ଅନକେ ପ୍ରଶ୍ନ ପଚ଼ାରିବାର ଅଛି। ଆମ୍ଭେ ତାହାଙ୍କୁ ଏଠା ରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ଯା କରିବା ପାଇଁ ପ୍ରସ୍ତୁତ ଅଛୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:22
ସନୋଧ୍ଯକ୍ଷ ସହେି ୟୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏକଥା କହିଛି ବୋଲି କାହାକୁ ଯେପରି ନକୁ ହେ, ଓ ଏହା କହି ତାହାଙ୍କୁ ପଠାଇ ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 24:1
ମହାୟାଜକ ହନାନିୟ ପାଞ୍ଚଦିନ ପରେ କତକେ ୟିହୁଦୀୟ ନେତା ଓ ତତ୍ତୁର୍ଲ୍ଲ ନାମକ ଜଣେ ଓକିଲଙ୍କୁ ନଇେ କାଇସରୀଆ ରେ ପହନ୍ଚିଲେ। ସଠାେରେ ସମାନେେ ରାଜ୍ଯପାଳଙ୍କ ସାମନା ରେ ପାଉଲଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25:2
ସଠାେରେ ମୁଖ୍ଯ ଯାଜକମାନେ ଓ ଅନ୍ୟ ଯିହୂଦୀ ନେତାମାନେ ତାହାଙ୍କୁ ସାକ୍ଷାତ କରି ପାଉଲଙ୍କ ବିରୁଦ୍ଧ ରେ ସମାନଙ୍କେର ଅଭିଯୋଗ ଆଗତ କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25:15
ମୁଁ ୟିରୂଶାଲମ ରେ ରହିବା ସମୟରେ ମୁଖ୍ଯ ଯାଜକମାନେ ଓ ଯିହୂଦୀମାନଙ୍କ ପ୍ରାଚୀନମାନେ ମାେ ନିକଟରେ ତା ବିରୁଦ୍ଧ ରେ ଅଭିଯୋଗ କରିଥିଲେ। ସମାନେେ ତାର ମୃତ୍ଯୁ ଦଣ୍ଡ ଚ଼ାହୁଁଥିଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:24
ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:14
ଯେଉଁ ଲୋକମାନେ ସହେିଭଳି କଥା ମାନି ନିଅନ୍ତି, ସମାନେେ ସମାନଙ୍କେର ନିଜର ଗୋଟିଏ ଦେଶ ପାଇଁ ଅପେକ୍ଷାରତ ଅଛନ୍ତି ବୋଲି ପ୍ରଦର୍ଶିତ କରନ୍ତି।
Occurences : 10
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்