No lexicon data found for Strong's number: 1732

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:25
ଲୋକମାନଙ୍କୁ ବିଶ୍ବାସ ଜରିଆ ରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ଯ ରେ ପରମେଶ୍ବର ଯୀଶୁଙ୍କୁ ପଥ ଭାବରେ ଦଇେଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ଯୁ ଦ୍ବାରା ପରମେଶ୍ବର କ୍ଷମା କରନ୍ତି। ଯୀଶୁଙ୍କୁ ଦବୋ ଦ୍ବାରା ଏହା ପ୍ରମାଣିତ କରେ ଯେ ପରମେଶ୍ବର ସର୍ବଦା ନ୍ଯାୟ କରନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:26
ପୂର୍ବରୁ ପରମେଶ୍ବର ର୍ଧୈୟ୍ଯ ଧରି ରହିଥିବା ଲୋକମାନଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡ ନଦଇେ ଉଚ଼ିତ କାର୍ୟ୍ଯ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ବର ଯେ, ନିଜେ ନ୍ଯାୟବାନ ତାହା ଦଖାଇବୋ ପାଇଁ ଯୀଶୁଙ୍କଠା ରେ ବିଶ୍ବାସ ରଖି ଥିବା ଯେ କୌଣସି ଲୋକକୁ ଧାର୍ମିକ କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:24
ତୁମ୍ଭମାନଙ୍କ ଭିତ ରେ ଯେ ପ୍ରକୃତ ରେ ପ୍ ରମେ ଅଛି ଏହା ଦଖାେଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସମାନଙ୍କେୁ ପ୍ରମାଣ କରି ଦଖାେଅ। ତା' ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:28
ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଅଛନ୍ତି ସମାନଙ୍କେୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ବରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭମାନେେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତୃମାନେ ବିନାଶ ହବେେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்