ମାଥିଉଲିଖିତ ସୁସମାଚାର 21:37
ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବଲେ, 'କୃଷକମାନେ ମାେ ପୁଅକୁ ସମ୍ମାନ ଦବେେ।'
ମାର୍କଲିଖିତ ସୁସମାଚାର 12:6
ଲୋକଟି ପାଖ ରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସହେି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶଷେ ବ୍ଯକ୍ତି ଥିଲା। ସେ କହିଲା, 'କୃଷକମାନେ ମାରେ ପୁଅକୁ ନିଶ୍ଚୟ ସମ୍ମାନ ଦବେେ।'
ଲୂକଲିଖିତ ସୁସମାଚାର 18:2
ଥରେ ଗୋଟିଏ ନଗର ରେ ଜଣେ ବିଚାରପତି ଥିଲା। ପରମେଶ୍ବରଙ୍କୁ ତାହାଙ୍କର ଡର ନଥିଲା କି ଲୋକମାନେ ତାହାଙ୍କ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର କରୁ ନଥିଲେ।
ଲୂକଲିଖିତ ସୁସମାଚାର 18:4
କିନ୍ତୁ ବିଚାରପତି ସ୍ତ୍ରୀଲୋକଟିକୁ ସାହାୟ୍ଯ କରିବାକୁ ଇଚ୍ଛା କରି ନଥିଲେ। କେତେ ସମୟ ପରେ ବିଚାରପତି ଜଣକ ମନେ ମନେ ଭାବିଲେ, 'ମୁଁ ପରମେଶ୍ବରଙ୍କୁ ଡରୁନାହିଁ କି ଲୋକମାନେ ମାେ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର ବି କରୁନାହିଁ।
ଲୂକଲିଖିତ ସୁସମାଚାର 20:13
ଜମିମାଲିକ କହିଲା, 'ଏବେ ମୁଁ କ'ଣ କରିବି? ମୁଁ ମାେ ପୁଅକୁ ପଠାଇବି। ମୁଁ ମାେ ପୁଅକୁ ଅତ୍ଯଧିକ ଭଲ ପାଏ। ହୁଏତ ମାେ ପୁଅକୁ କୃଷକମାନେ ସମ୍ମାନ ଦଇପୋରନ୍ତି।'
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:14
ତୁମ୍ଭମାନଙ୍କୁ ଲଜ୍ଜିତ କରିବା ପାଇଁ ମୁଁ ଏହା ଲେଖୁନାହିଁ। ବରଂ ନିଜର ପ୍ରିୟ ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ସଚତନେ କରାଉଛି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:14
ଆମ୍ଭେ ଏହି ପତ୍ର ରେ ତୁମ୍ଭମାନଙ୍କୁ ଯାହା କହିଛୁ, ଯଦି କୌଣସି ଲୋକ ତାହା ପାଳନ କରେ ନାହିଁ, ତା' ହେଲେ ସହେି ଲୋକଠାରୁ ସତର୍କ ରୁହ। ତା'ସହିତ ସମ୍ପର୍କ ରଖ ନାହିଁ। ତାହାହେଲେ ସେ ଲଜ୍ଜିତ ହବେ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:8
ତାହାହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ବାସ ଯୋଗ୍ଯ ଅଟେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:9
ଏହି ପୃଥିବୀ ରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସମାନେେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦଖାଇେଲୁ। ଅତଏବ ଏହା ଅଧିକ ଗୁରୁତ୍ବପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା।
Occurences : 9
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்