No lexicon data found for Strong's number: 1793

ରେରିତମାନଙ୍କ କାର୍ଯ୍ୟର ବିବରଣ 25:24
ତା'ପରେ ଫେଷ୍ଟ କହିଲେ, ହେ ରାଜା ଆଗ୍ରିପ୍ପା ଓ ଉପସ୍ଥିତ ଭଦ୍ର ବ୍ଯକ୍ତି ବୃନ୍ଦ, ଏ ହେଉଛନ୍ତି ସହେି ଲୋକ, ଯାହାଙ୍କ ବିଷୟ ରେ ଉଭୟ ୟିରୂଶାଲମ ଓ ଏଠା ରେ ଥିବା ସମସ୍ତ ଯିହୂଦୀୟ ଲୋକମାନେ ମାେ ନିକଟରେ ଚ଼ିତ୍କାର କରି ଆବଦନେ କରିଛନ୍ତି ଯେ, ତାହାକୁ ଆଉ ବଞ୍ଚିରହିବାକୁ ଦିଆ ନଯାଉ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:27
ଲୋକମାନଙ୍କର ହୃଦୟ ରେ କ'ଣ ଅଛି ପରମେଶ୍ବର ତାହା ଦେଖି ପାରନ୍ତି। ପରମେଶ୍ବର ଆତ୍ମାର ମନ ରେ କ'ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ବର ଜପରେି ଇଚ୍ଛା କରନ୍ତି, ସହେି ଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:34
କିଏ କହି ପାରିବ ଯେ ପରମେଶ୍ବରଙ୍କ ଲୋକମାନେ ଦୋଷୀ? କହେି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ଯୁ କଲେ, କିନ୍ତୁ ତାହାହିଁ ସବୁ କିଛି ନୁହେଁ। ସେ ମୃତ୍ଯୁରୁ ମଧ୍ଯ ଜୀବିତ ହେଲେ। ସେ ଏବେ ପରମେଶ୍ବରଙ୍କ ଡାହାଣ ପଟ ରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ବରଙ୍କୁ ନିବଦନକରେୁଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:2
ସମାନେେ ଜନ୍ମ ହବୋ ପୂର୍ବରୁ ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ବାଛିଥିଲେ। ପରମେଶ୍ବର ସମାନଙ୍କେୁ ତ୍ଯାଗ କରି ନାହାଁନ୍ତି। ଏଲିୟ ଯେତବେେଳେ ପରମେଶ୍ବରଙ୍କ ଠା ରେ ଇଶ୍ରାୟଲ ଲୋକମାନଙ୍କ ବିରୁଦ୍ଧ ରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟ ରେ ଶାସ୍ତ୍ର ଯାହା କୁ ହେ, ତୁମ୍ଭେ ଜାଣିଛ?

ଏବ୍ରୀମାନଙ୍କ ନିକଟକୁ ପତ୍ର 7:25
ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்