ମାଥିଉଲିଖିତ ସୁସମାଚାର 23:25
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭମାନେେ ଧିକ! ତୁମ୍ଭମାନେେ ତୁମ୍ଭର ଥାଳିଗିନାର ବାହାର ପଟ ଭଲ ଭାବରେ ଧୋଉଛ। କିନ୍ତୁ ତୁମ୍ଭମାନଙ୍କର ଅନ୍ତର ଅନ୍ୟକୁ ଠକି ନିଜକୁ ତୋଷିବା ପଦାର୍ଥ ରେ ପୂର୍ଣ୍ଣ କରୁଛ।
ମାଥିଉଲିଖିତ ସୁସମାଚାର 23:27
ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳା ରଙ୍ଗ ବୋଳା ହାଇେଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦଖାଯାେଏ। କିନ୍ତୁ ସମାଧି ଭତର ମାଲା ଲୋକର କବଳେ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା ଭିତ ରେ ଥାଏ।
ମାଥିଉଲିଖିତ ସୁସମାଚାର 23:28
ଠିକ୍ ସହେିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦଖାେ ଯାଉଛ, କିନ୍ତୁ ଭିତ ରେ ତୁମ୍ଭେ ଛନ୍ଦ କପଟ ଓ ଖରାପ ଗୁଣ ରେ ପରିପୂର୍ଣ୍ଣ।
ମାର୍କଲିଖିତ ସୁସମାଚାର 7:15
ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ଯ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ।
ମାର୍କଲିଖିତ ସୁସମାଚାର 7:18
ଯୀଶୁ କହିଲେ, ତୁମ୍ଭମାେଲେ ମଧ୍ଯ, ଅନ୍ୟମାନଙ୍କ ଭଳି କ'ଣ ବୁଝି ପାରିଲ ନାହିଁ? ତୁମ୍ଭମାନେେ କ'ଣ ବୁଝି ପାରୁନ ଯେ ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସହେି ଲୋକକୁ ଦୂଷିତ କରିପା ରେ ନାହିଁ।
ଲୂକଲିଖିତ ସୁସମାଚାର 11:39
ପ୍ରଭୁ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେ ଫାରୂଶୀମାନେ ଥାଳିଗିନାର ବାହାରତ ପରିଷ୍କାର କରୁଛ, କିନ୍ତୁ ଭିତ ରେ ତୁମ୍ଭମାନେେ ଲୋକମାନଙ୍କୁ ଠକି ଓ ଦୁଷ୍ଟତାପୂର୍ଣ୍ଣ ଆଚରଣ କରି ତା' ଦ୍ବାରା ପାଇଥିବା ଜିନିଷ ରେ ପରିପୂର୍ଣ୍ଣ କରିଛ।
ଲୂକଲିଖିତ ସୁସମାଚାର 11:40
ହେ ନିର୍ବୋଧଗଣ! ବାହା ରେ ଯାହା ଅଛି, ତାହା ୟିଏ ତିଆରି କରିଛନ୍ତି ସେ ମଧ୍ଯ ଭିତ ରେ ଥିବା ବିଷୟ ସବୁ ତିଆରି କରିଛନ୍ତିା
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:5
ଯେତବେେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତବେେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଚାରି ପଟେ ଅସୁବିଧାମାନ ଘରେି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧିଅରେ ଆମ୍ଭେ ଥିଲୁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:7
ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।
ପିତରଙ୍କ ପ୍ରଥମ ପତ୍ 3:3
ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ୟ୍ଯ ନିର୍ଭର କରେ ନାହିଁ।
Occurences : 11
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்