ଲୂକଲିଖିତ ସୁସମାଚାର 16:8
ପରେ ମାଲିକ ସହେି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲଇେ ଦେଲେ। ତାହାଙ୍କ ଭଳି, ଅନ୍ଯଲୋକମାନଙ୍କ ସହିତ ବ୍ଯବସାୟ କରିବା ରେ ଏହି ସାଂସାରିକ ଲୋକମାନେ ଆଧ୍ଯାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:11
ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:2
ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭମାନେେ ମାେତେ ସମସ୍ତ ବିଷୟ ରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦଇେଥିଲି ସେ ଗୁଡ଼ିକୁ ସ୍ମରଣ ରେ ରଖି ପାଳନ କରୁଛ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:17
ବର୍ତ୍ତମାନ ମୁଁ ଯେଉଁ ବିଷୟ ରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବତେ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତେ କ୍ଷତିକାରକ ହେଉଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:22
ତୁମ୍ଭମାନେେ ନିଜ ନିଜର ଘ ରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ମଣ୍ଡଳୀର ଯେପରି ଗୁରୁତ୍ବ ନାହିଁ, ଏହି କାର୍ୟ୍ଯରୁ ଜଣାପଡ଼େ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ'ଣ ବା କହିବି ? ଏହି କାମ ପାଇଁ କ'ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି ? ନା । ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।

Occurences : 6
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்