No lexicon data found for Strong's number: 1944

ଯୋହନଲିଖିତ ସୁସମାଚାର 7:49
ଏହି ଯେଉଁ ଲୋକମାନେ ବ୍ଯବସ୍ଥା ବିଷୟ ରେ କିଛି ଜାଣନ୍ତିନି, ସମାନେେ ଶାପଗ୍ରସ୍ତ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:10
କିନ୍ତୁ ଯେଉଁମାନେ ବ୍ଯବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସମାନେେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ଯବସ୍ଥାମାନଙ୍କ ରେ ଲଖାେଅଛି : ଯାହା ବ୍ଯବସ୍ଥା272 ରେ ଲଖାେଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହବେ।273

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:13
ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்