No lexicon data found for Strong's number: 2039

ଲୂକଲିଖିତ ସୁସମାଚାର 12:58
ଯଦି ତୁମ୍ଭେ ତୁମ୍ଭ ବିରୋଧୀ ସହିତ ବିଚାରାଳୟକୁ ଯାଉଛ, ତବେେ ରାସ୍ତା ରେ ତା ସହିତ ବୁଝାମଣା କରିବାକୁ ଚେଷ୍ଟା କର। ତା ନ ହେଲେ ସେ ତୁମ୍ଭକୁ ବିଚାରପତିଙ୍କ ଆଗକୁ ଟାଣିନବେ। ବିଚାରପତି ତୁମ୍ଭକୁ ଅଧିକରୀଙ୍କ ହାତ ରେ ଦଇେ ଦବେେ ଏହଂ ଅଧିକାରୀ ତୁମ୍ଭକୁ କାରାଗାର ରେ ବନ୍ଦୀ କରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:16
ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ୟିବା ସମୟରେ ଗୋଟିଏ ଚ଼ାକରାଣୀକୁ ଦେଖିଲୁ। ତା' ଦହେ ରେ ଏପରି ଆତ୍ମାଟିଏ ଥିଲା, ଯାହା ଦ୍ବାରା ସେ ଭବିଷ୍ଯତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ଯତର କଥା ସବୁ କହି ତା' ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:19
ସହେି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସମାନେେ ଜାଣିପାରିଲେ ଯେ, ସମାନେେ ଆଉ ଏ ବାଳିକା ଦ୍ବାରା ଧନ ଉପାର୍ଜନ କରିପାରିବେ ନାହିଁ। ତେଣୁ ସମାନେେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସମାନଙ୍କେୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗ ରେ ସମାନଙ୍କେୁ ଠିଆ କରାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:24
ସଠାେରେ ଦୀମୀତ୍ରିୟ ନାମକ ଜଣେ ରୂପା ବଣିଆ ଥିଲା। ସେ ଦବେୀ ଆର୍ତ୍ତମେୀର ରୂପା ମନ୍ଦିର ନିର୍ମାଣ କରୁଥିଲା। ସେ ରୂପା କାରୀଗରମାନଙ୍କୁ ବହୁତ କାର୍ୟ୍ଯ ଯୋଗଇ ଦେଉଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:25
ସେ ସମାନଙ୍କେୁ ଓ ଏହି କାମ କରୁଥିବା ଅନ୍ୟ କର୍ମୀମାନଙ୍କୁ ଏକାଠି କରି କହିଲା, ହେ ଲୋକମାନେ, ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ଏ କାମରୁ ବହୁତ ଲାଭ କରୁଛୁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:19
ସମାନଙ୍କେର ଲଜ୍ଜା ନାହିଁ। ସମାନେେ ମନ୍ଦ କାର୍ୟ୍ଯ କରି ଜୀବନ ଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସମାନଙ୍କେର ଇଚ୍ଛା।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்