No lexicon data found for Strong's number: 2178

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:10
ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ଯୁ କଲେ, ଏହା ସବୁ ଦିନ ପାଇଁ ୟଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନ ଯାପନ କରନ୍ତି ତାହା ପରମେଶ୍ବରଙ୍କ ପାଇଁ କରନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:6
ତା'ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦଖାଦେଇେଥିଲେ। ତାହାଙ୍କ ମଧ୍ଯରୁ ଅଧିକାଂଶ ଲୋକ ଆଜି ମଧ୍ଯ ଜୀବିତ। କିନ୍ତୁ କେତକେ ମରି ଯାଇଛନ୍ତି।

ଏବ୍ରୀମାନଙ୍କ ନିକଟକୁ ପତ୍ର 7:27
ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:12
ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 10:10
ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்