No lexicon data found for Strong's number: 245

ମାଥିଉଲିଖିତ ସୁସମାଚାର 17:25
ପିତର ଉତ୍ତର ଦେଲେ, ହଁ, ସେ ଦିଅନ୍ତି।

ମାଥିଉଲିଖିତ ସୁସମାଚାର 17:26
ପିତର ଉତ୍ତର ଦେଲେ, ରାଜାମାନେ ଅନ୍ୟମାନଙ୍କର ସନ୍ତାନ ସନ୍ତତିଙ୍କଠାରୁ କର ଆଦାୟ କରନ୍ତି। ଯୀଶୁ ତାହାଙ୍କୁ କହିଲେ, ତାର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦବୋକୁ ପଡ଼ନୋହିଁ।

ଲୂକଲିଖିତ ସୁସମାଚାର 16:12
ତୁମ୍ଭମାନେେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ବାସ ଯୋଗ୍ଯ ବୋଲି ପ୍ରମାଣିତ ହାଇେ ନାହଁ, ତବେେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ଯ ତୁମ୍ଭମାନଙ୍କୁ ଦିଆ ୟିବନାହିଁ।

ଯୋହନଲିଖିତ ସୁସମାଚାର 10:5
କିନ୍ତୁ ମଷେମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସମାନେେ ତା ପାଖରୁ ଦୌଡି ପଳାନ୍ତି, କାରଣ ସମାନେେ ଅପରିଚିତ ଲୋକର ସ୍ବର ଚିହ୍ନନ୍ତି ନାହିଁ।

ଯୋହନଲିଖିତ ସୁସମାଚାର 10:5
କିନ୍ତୁ ମଷେମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସମାନେେ ତା ପାଖରୁ ଦୌଡି ପଳାନ୍ତି, କାରଣ ସମାନେେ ଅପରିଚିତ ଲୋକର ସ୍ବର ଚିହ୍ନନ୍ତି ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:6
ପରମେଶ୍ବର ତାହାଙ୍କୁ ଏହିକଥା କହିଥିଲେ, 'ତୁମ୍ଭର ସନ୍ତାନମାନେ ବିଦେଶ ରେ ଦାସ କର୍ମ କରିବେ। ସମାନେେ ତାହାଙ୍କୁ ଚ଼ାରିଶହ ବର୍ଷ ପର୍ୟ୍ଯନ୍ତ ଖରାପ ବ୍ଯବହାର କରିବେ।'

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:4
ତୁମ୍ଭେ ଅନ୍ୟ ଲୋକର ଚ୍ଭାକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କବଳେ ଜାଣି ପା ରେ ଯେ ଚ୍ଭାକରଟି ଭଲ କି ମନ୍ଦ। ଏବଂ ପରମେଶ୍ବରଙ୍କ ସବେକ ମାନେ ଯୋଗ୍ଯ, କାରଣ ପରମେଶ୍ବର ସମାନଙ୍କେୁ ଯୋଗ୍ଯ ବିବଚେିତ କରିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:20
ମୁଁ ସହେି ଜାଗାମାନଙ୍କ ରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠା ରେ ଖ୍ରୀଷ୍ଟଙ୍କର ନାମ ମଧ୍ଯ ଲୋକମାନେ ଶୁଣି ନାହାଁନ୍ତି। ଏପରି କରିବା ଉଲେଖ୍ଯ ଯେ, ଅନ୍ୟ ଲୋକ ଦ୍ବାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ୟ୍ଯକୁ ଯେପରି ମୁଁ ଆଉଥରେ ନ କରେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:15
ଆମ୍ଭେ ଅନ୍ୟମାନଙ୍କ ଦ୍ବାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କବଳେ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ବାସ ବଢ଼ିବା ସହିତ ଆମ୍ଭ କାମ ବ୍ଯାପକ ଭାବରେ ବଢ଼ିବା ରେ ତୁମ୍ଭମାନେେ ସାହାୟ୍ଯ କରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:16
ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କ ରେ ମଧ୍ଯ ଆମ୍ଭେ ସୁସମାଚାର ପ୍ରଚାର କରି ପାରିବୁ। ଅନ୍ୟ କୌଣସି ସ୍ଥାନ ରେ ଆଉ କାହା ଦ୍ବାରା ଯେଉଁ କାମ ହାଇେ ସାରିଛି, ସହେି କାମ ରେ ଆମ୍ଭେ ଗର୍ବ କରୁ ନାହୁଁ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்