କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:4
ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:8
ଏହା ସତ୍ଯ ଯେ ମୁଁ ପ୍ରଭୁଙ୍କ ଦ୍ବାରା ପ୍ରଦତ୍ତ ଅଧିକାର ବିଷୟ ରେ ଅତ୍ଯଧିକ ଗର୍ବର କଥା କ ହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:10
ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତବେେଳେ ମୁଁ ଆ ସେ, ସେତବେେଳେ ଦଣ୍ଡ ଦବୋ ପାଇଁ ମାେତେ ମାେ ଶକ୍ତିର ବ୍ଯବହାର କରିବାକୁ ନ ପଡ଼ୁ। ପରମେଶ୍ବର ମାେତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்