No lexicon data found for Strong's number: 2531

ମାଥିଉଲିଖିତ ସୁସମାଚାର 21:6
ଶିଷ୍ଯମାନେ ଚ଼ାଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସମାନେେ କାମ କଲେ।

ମାଥିଉଲିଖିତ ସୁସମାଚାର 26:24
ମନୁଷ୍ଯପୁତ୍ର ଯିବେ ଓ ମରିଯିବେ। ଏହାହିଁ ହବେ ବୋଲି ଶାସ୍ତ୍ର ରେ ଲଖାେଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ଯପୁତ୍ରଙ୍କୁ ମରିବା ପାଇଁ ଶତୃ ହତେ ରେ ଦଇଦେିବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନହାଇେଥିଲେ ବରଂ ଭଲ ହାଇେଥାନ୍ତା।

ମାଥିଉଲିଖିତ ସୁସମାଚାର 28:6
କିନ୍ତୁ ଯୀଶୁ ଏଠା ରେ ନାହାଁନ୍ତି। ସେ ତାହାଙ୍କୁ କଥା ଅନୁସାରେ ମୃତ୍ଯୁରୁ ପୁର୍ନଉଥିତ ହାଇେଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନ ରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ।

ମାର୍କଲିଖିତ ସୁସମାଚାର 4:33
ଯୀଶୁ ଏହି ଭଳି ଅନକେ ଦୃଷ୍ଟାନ୍ତ ମାଧ୍ଯମ ରେ ସମାନଙ୍କେୁ ଉପଦେଶ ପ୍ରଦାନ କରୁଥିଲେ। ସମାନଙ୍କେର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସମାନଙ୍କେୁ କହୁଥିଲେ।

ମାର୍କଲିଖିତ ସୁସମାଚାର 9:13
ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଚାହିଁଛନ୍ତି ତାହାଙ୍କ ପ୍ରତି ସଭେଳି ଖରାପ ବ୍ଯବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ଯବହାର କରାୟିବ ବୋଲି ଶାସ୍ତ୍ର ରେ ଲଖାେ ଅଛି।

ମାର୍କଲିଖିତ ସୁସମାଚାର 11:6
ଶିଷ୍ଯମାନଙ୍କୁ ଯୀଶୁ ଯାହା କହିବା ପାଇଁ କହିଥିଲେ, ଶିଷ୍ଯମାନେ ଲୋକମାନଙ୍କୁ ତାହା କହିଲେ। ତା'ପରେ ଲୋକମାନେ ଗଧଛୁଆ ସହ ସମାନଙ୍କେୁ ଛାଡି ଦେଲେ।

ମାର୍କଲିଖିତ ସୁସମାଚାର 14:16
ତା'ପରେ ଶିଷ୍ଯମାନେ ସଠାରୁେ ନଗରକୁ ଚାଲିଗଲେ। ଯୀଶୁ ସମାନଙ୍କେୁ ଯାହା କହିଥିଲେ, ସବୁକଥା ସହେିପରି ଘଟିଲା। ସଠାେରେ ସମାନେେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।

ମାର୍କଲିଖିତ ସୁସମାଚାର 14:21
ମନୁଷ୍ଯପୁତ୍ରଙ୍କୁ ଯାଇ ମରିବାକୁ ପଡିବ। ଏହା ଘଟିବ ବୋଲି ଶାସ୍ତ୍ର ରେ ଲଖାେଅଛି। କିନ୍ତୁ ଯେଉଁଲୋକ ମନୁଷ୍ଯ ପୁତ୍ରଙ୍କୁ ବିଶ୍ବାସଘାତକତା କରିବ, ସହେି ଲୋକ ଯଦି ଜନ୍ମ ହାଇେ ନ ଥାଆନ୍ତି, ତବେେ ବହୁତ ଭଲ ହାଇେଥାଆନ୍ତା।

ମାର୍କଲିଖିତ ସୁସମାଚାର 15:8
ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ଯ ସମାନଙ୍କେ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ।

ମାର୍କଲିଖିତ ସୁସମାଚାର 16:7
ଏବେ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଏବଂ ପିତରଙ୍କୁ କୁହ ଯେ ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁ ଭଳି କହିଥିଲେ, ତୁମ୍ଭମାନେେ ତାହାଙ୍କୁ ସହେିଭଳି ସଠାେରେ ଦେଖିବ।

Occurences : 182

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்